Posted inଜାତୀୟ

ଥାନାରେ ସ୍ବାମୀଙ୍କ ସହ ମିଶି ଆତ୍ମହତ୍ୟା କଲେ ନାବାଳିକା: ଥାନା ଜାଳିଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ପାଟନା,୧୮।୫: ବିହାର ଅରାରିଆରେ ଏକ ଅଭବାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷର ଝିଅ ତାଙ୍କ ଭିଣେଇ ମିଠୁ ସିଂଙ୍କ ସହିତ ମିଶି ତରବାରୀ ପୋଲିସ ଷ୍ଟେଶନରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ମଧ୍ୟରେ ଏକ ପ୍ରେମ ସମ୍ପର୍କ ଚାଲିଥିଲା। ଦୁହେଁ ମଧ୍ୟ ଦୁଇ ଦିନ ପୂର୍ବରୁ ବିବାହ କରିଥିଲେ। ପରିବାର ସଦସ୍ୟଙ୍କ ଅଭିଯୋଗ ଉପରେ ପୋଲିସ ଗୁରୁବାର ଉଭୟଙ୍କୁ ଗିରଫ କରିଥିଲା। ପୋଲିସ ଉଭୟଙ୍କୁ ପୋଲିସ ଷ୍ଟେଶନରେ ରଖିଥିଲା। କୁହାଯାଉଛି ଯେ, ମିଠୁ ୁ ସିଂ ତାଙ୍କ ଶାଳିଙ୍କୁ ଡାକିଥିଲେ। ଏହା ପରେ ଦୁହେଁ ଓଢଣୀ ଲଗାଇ ଥାନା ଫାଟକରେ ଝୁଲି ପଡିଥିଲେ। ଘଟଣା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି।
ଏଠାରେ ଦୁଇ ଜଣଙ୍କ ମୃତ୍ୟୁ ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ତରବାରୀ ପୋଲିସ ଷ୍ଟେଶନକୁ ଘେରିଯାଇ ଭଙ୍ଗାରୁଜା କରିବା ସହ ପୋଲିସ ଷ୍ଟେଷନରେ ନିଆଁ ଲଗାଇ ଦେଇଥିଲେ। ସୂଚନା ପରେ ସଦର ଏସଡିପିଓ ରାମପୁକର ସିଂଙ୍କ ସମେତ ଅନେକ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। କିନ୍ତୁ ଏଥିରେ କ୍ରୋଧିତ ଗ୍ରାମବାସୀ ବିରୋଧ ଜାରି ରଖି ପୋଲିସ ଉପରକୁ ପଥର ଫିଙ୍ଗିଥିଲେ। ଏଥିରେ ସଦର ଏସଡିପିଓ ଙ୍କ ସମେତ ୫ ଜଣ ପୋଲିସ ଆହତ ହୋଇଛନ୍ତି। ଲୋକଙ୍କ ହିଂସାତ୍ମକ ପ୍ରଦର୍ଶନକୁ ନିୟନ୍ତ୍ରଣ କରିବା ପାଇଁ ଏଠାରେ ପୋଲିସ ପ୍ରଥମେ ଲାଠି ଚାର୍ଜ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri