Posted inଜାତୀୟ

ଅଗଷ୍ଟ ୧୬ରେ ବିହାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ପାଟନା,୧୧।୮: ବିହାରର ମେଣ୍ଟସରକାରର କ୍ୟାବିନେଟ ସମ୍ପ୍ରସାରଣ ନେଇ ଗୁରୁବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିହାରର କ୍ୟାବିନେଟର ସମ୍ପ୍ରସାରଣ ଅଗଷ୍ଟ ୧୬ରେ ହୋଇପାରେ ବୋଲି ଏକ ସୂତ୍ରରୁ ସୂଚନା ରହିଛି। ଅନ୍ୟପଟେ ଅଗଷ୍ଟ ୨୪ରେ ବିହାରରେ ଫ୍ଲୋର ଟେଷ୍ଟ ହେବ। ହେଲେ ଏହା ପୂର୍ବରୁ ବିହାରରେ କ୍ୟାବିନେଟର ଚିତ୍ର ସ୍ପଷ୍ଟ ହୋଇଯିବ। ସୂଚନାଯୋଗ୍ୟ, ନୀତୀଶ କୁମାରଙ୍କ ସରକାରରେ ୭ଟି ଦଳ ସାମିଲ ଅଛି। ମଙ୍ଗଳବାର ଏହି ୭ଟି ଦଳର ୧୬୪ଜଣ ବିଧାୟକଙ୍କ ସମର୍ଥନ ଥିବା ନେଇ ନୀତୀଶ କୁମାର ଏକ ଚିଠି ରାଜ୍ୟପାଳଙ୍କୁ ହସ୍ତାନ୍ତର କରିଥିଲେ। ଏଥିସହ ସରକାର ଗଠନ ପାଇଁ ଦାବି କରିଥିଲେ। କ୍ୟାବିନେଟର ଚିତ୍ର କ’ଣ ହେବ, ଏହା ଭବିଷ୍ୟତରେ ଜଣାପଡିବ, କିନ୍ତୁ ଏହାପୂର୍ବରୁ ସହଯୋଗୀମାନେ ସେମାନଙ୍କର ଦାବି ଉପସ୍ଥାପନ କରିଛନ୍ତି। ଅତିକମ୍‌ରେ ୪ଟି ମନ୍ତ୍ରଣାଳୟ ଦିଆଯାଉ ବୋଲି କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri