ବ୍ୟାଣ୍ଡ୍‌ବାଜା ଧରି ଅପରାଧୀଙ୍କ ଘରେ ପହଞ୍ଚିଲା ପୋଲିସ, ଜାଣନ୍ତୁ କାହିଁକି

ପାଟନା, ୧୬।୭: ପୋଲିସ ବ୍ୟାଣ୍ଡବାଜା ଧରି ଅପରାଧୀଙ୍କ ଘରେ ପହଞ୍ଚିଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏଭଳି ଘଟଣା ବିହାରର ଭାଗଲପୁରର ମାଡୱା ଜିଲାରେ ଘଟିଛି। ଭାଗଲପୁର ପୋଲିସ ବ୍ୟାଣ୍ଡବାଜା ଧରି ପଳାତକ ଅପରାଧୀଙ୍କ ଘରେ ପହଞ୍ଚି ତାଙ୍କୁ ଆତ୍ମସମର୍ପଣ କରିବାକୁ କହିଛି। ପରେ ଅପରାଧୀର ଘର ବାହାରେ କୋର୍ଟ ନୋଟିସ ଲଗାଇବା ସହ ଅପରାଧୀକୁ ଧରିବାରେ ସମ୍ପର୍କୀୟମାନଙ୍କୁ ସାହାଯ୍ୟ ମଧ୍ୟ ମାଗିଥିଲା ପୋଲିସ। ଅପରାଧୀମାନଙ୍କୁ ଧରିବା ପାଇଁ ବିହାର ପୋଲିସର ଏଭଳି ନିଆରା ପଦକ୍ଷେପକୁ ସୋସିଆଲ ପସନ୍ଦ ମଧ୍ୟ କରୁଛନ୍ତି। ପୋଲିସ ବ୍ୟାଣ୍ଡବାଜା ଧରି ଅପରାଧୀର କଲୋନୀରେ ପହଞ୍ଚିବା ପରେ ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପୋଲିସ ପଓ୍ବନ କୁମାର କହିଛନ୍ତି, ‘ଅପରାଧୀର ପରିବାରକୁ ଏକ ଚେତାବନୀ ଦେଇଛୁ। ନିର୍ଦ୍ଦିିଷ୍ଟ ସମୟସୀମା ମଧ୍ୟରେ ଆତ୍ମସମର୍ପଣ ନକଲେ ଘରର କାଗଜପତ୍ର ଜବତ କରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫…

ସ୍କୁଲଛୁଟିକୁ ନେଇ ବଡ଼ ଘୋଷଣା କଲେ ସରକାର, ସାରା ରାଜ୍ୟରେ ୨୪ଜୁନ ଯାଏ…

ଲକ୍ଷ୍ନୌ,୧୭।୬: ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ଲୁ (ଗରମ ପବନ)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri