Posted inଜାତୀୟ

‘ଯେକୌଣସି ଭାବେ ଭାଜପାକୁ ଦେଶରୁ ହଟାଇବାକୁ ପଡିବ’

ପାଟନା,୩୧।୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। କେନ୍ଦ୍ର ସରକାର ବିକାଶମୂଳକ କାର୍ଯ୍ୟ ବଦଳରେ କେବଳ ‘ପ୍ରଚାରପ୍ରସାର’ କାର୍ଯ୍ୟ କରୁଥିବା ସେ ଅଭିଯୋଗ କରିଛନ୍ତି।
ଏକ କାର୍ଯ୍ୟକ୍ରମ ସମୟରେ ନୀତୀଶ କୁମାର କେନ୍ଦ୍ରରେ ମୋଦି ସରକାରଙ୍କୁ ସମାଲୋଚନା କରିବା ବେଳେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ମଧ୍ୟ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ନୀତୀଶ କୁମାର ଚନ୍ଦ୍ରଶେଖର ଏବଂ ତାଙ୍କର କାର୍ଯ୍ୟକୁ ପ୍ରଶଂସା କରିଥିଲେ। ଏହାସହ ବିରୋଧୀ ଏକଜୁଟ ହୋଇ ଦେଶରୁ ଭାଜପାକୁ ଯେକୌଣସି ଭାବେ ହଟାଇବାକୁ ପଡିବ ବୋଲି କହିଛନ୍ତି।
ଭାଜପାକୁ ଟାର୍ଗେଟ କରି କେସିଆର କହିଛନ୍ତି, ଦେଶରେ ବିକାଶର ନାମ ନାହିଁ, ଏହା କେବଳ ଏକ ସ୍ଲୋଗାନରେ ରହିଯାଇଛି। ୧୩ ମାସ ଚାଷୀଙ୍କୁ ଧାରଣା ଦେବାକୁ ପଡୁଛି। ଧର୍ମ ନାମରେ ଦେଶ ଭାଙ୍ଗିବା କାର୍ଯ୍ୟ କରାଯାଉଛି। ଦେଶର ଅର୍ଥନୀତି ହ୍ରାସ ପାଇଛି, ଋଣ ବୃଦ୍ଧି ପାଇଛି। ଦେଶର ଅବସ୍ଥା ଅତ୍ୟନ୍ତ ଖରାପ, କୌଣସି କ୍ଷେତ୍ରରେ ଉନ୍ନତି ହୋଇନାହିଁ। ସବୁକିଛି ନଷ୍ଟ ହୋଇଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri