Posted inଜାତୀୟ

ବଦଳିପାରେ ବିହାର ରାଜନୀତି: ଚିରାଗ ପାଶଓ୍ବାନଙ୍କୁ ମିଳିଲା ବଡ ଅଫର୍‌

ନୂଆଦିଲ୍ଲୀ,୭।୩: ବିହାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ଏନଡିଏ ଏବଂ ଇଣ୍ଡିଆ ଆଲାଇନ୍ସ ମଧ୍ୟରେ ଆସନ ବଣ୍ଟନ ନେଇ ଦ୍ୱନ୍ଦ୍ୱ ରହିଛି। ସୂଚନା ଅନୁଯାୟୀ, ଲୋକ ଜନଶକ୍ତି ପାର୍ଟି(ଏଲଜେପି)ନେତା ଚିରାଗ ପାଶୱାନଙ୍କ ପାର୍ଟିକୁ ନିଜ ଆଡକୁ ଆଣିବା ପାଇଁ ଇଣ୍ଡିଆ ଆଲାଇନ୍ସ ଉଦ୍ୟମ ଆରମ୍ଭ କରିଛି। ଚିରାଗଙ୍କ ଦଳକୁ ବିହାରରେ ୮ଟି ଏବଂ ୟୁପିରେ ୨ଟି ସିଟ ବିରୋଧୀ ଦଳ ଦ୍ୱାରା ଅଫର୍‌ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏଲଜେପି ଏହି ପ୍ରସଙ୍ଗରେ କୌଣସି ବିବୃତ୍ତି ଦେଇନାହାଁନ୍ତି, କିନ୍ତୁ ଦଳ ଭିତରେ ଆଲୋଚନା ଚାଲିଛି।
ଏନଡିଏରେ ନୀତୀଶ କୁମାରଙ୍କ ପ୍ରବେଶ ପରେ ଚର୍ଚ୍ଚା ହେଉଛି ଯେ ଚିରାଗ ଏନଡିଏରେ ଏବେ ଖୁସି ନାହାନ୍ତି। ଏଥି ସହିତ ନୀତୀଶ କୁମାର ମଧ୍ୟ ଏନଡିଏରେ ଚିରାଗଙ୍କୁ ଅଧିକ ଗୁରୁତ୍ୱ ଦେବା ସପକ୍ଷରେ ନାହାଁନ୍ତି। ଚିରାଗ ପାଶୱାନ ନିଜକୁ ରାମବିଳାଶର ପ୍ରକୃତ ଉତ୍ତରାଧିକାରୀ ଭାବରେ ବିବେଚନା କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହାସିକ ଖେଳ ପ୍ରଦର୍ଶନ କଲେ ଛାତ୍ରୀଛାତ୍ର: ବାହାରିଲା ବିରାଟ ଶୋଭାଯାତ୍ରା

ଦାରିଙ୍ଗବାଡି,୬।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସର କ୍ୟାମ୍ପରୀର…

ଶାଗୁଆନ ଜଙ୍ଗଲରେ ନିଆଁ

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ବମକେଇ ପଞ୍ଚାୟତ ମାଟିଆପଲ୍ଲୀ ଗ୍ରାମ ଶାଗୁଆନ ଜଙ୍ଗଲରେ ଗୁରୁବାର ରାତିରେ ନିଆଁ ଲାଗିଥିବା ଜଣାପଡ଼ିବା…

ଆଉ ମାତ୍ର ୧୨ ଦିନ ପରେ ରକ୍ତର ଲୁହ ଢାଳିବ ପାକିସ୍ତାନ! ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୬।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଫେବୃଆରୀ ତୃତୀୟ ସପ୍ତାହରେ ଭାରତ ଗସ୍ତରେ ଆସୁଛନ୍ତି। ସେ ଫେବୃଆରୀ ୧୮ରେ ନୂଆଦିଲ୍ଲୀରେ ହେବାକୁ ଥିବା ଏଆଇ ସମ୍ମିଳନୀରେ ଯୋଗଦେବେ…

ବଦଳିଲା ଜମି-ଘର କିଣିବା ନିୟମ, ଏହି କାଗଜ ନ ଥିଲେ କରିପାରିବେନି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୬।୨: ଯଦି ଆପଣ ଉତ୍ତର ପ୍ରଦେଶରେ ରହୁଛନ୍ତି ଏବଂ ଜମି କିଣିବା ବିଷୟରେ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କୁ ଉତ୍ତର ପ୍ରଦେଶର ଏହି ଗୁରୁତ୍ୱପୂର୍ଣ୍ଣ ନିୟମଗୁଡ଼ିକ ବିଷୟରେ…

‘ଥ୍ୟାଙ୍କ ୟୁ ପାକିସ୍ତାନ…’, ଭାରତ ସହ ଖେଳିବାକୁ ମନା କଲା ପାକ୍‌, ଖୁସିରେ ନାଚି ଉଠିଲା ବାଂଲାଦେଶ!

ନୂଆଦିଲ୍ଲୀ,୬।୨: ବାଂଲାଦେଶ ଏବଂ ପାକିସ୍ତାନ ଟି-୨୦ ବିଶ୍ୱକପରେ ଭାରତ ବିରୁଦ୍ଧରେ ଚୁପଚାପ ଏକତ୍ରିତ ହୋଇଥିଲେ। ଏହା ଏବେ ସାମ୍ନାକୁ ଆସିଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ…

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ

ଚେନ୍ନାଇ,୬।୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶହ ଶହ କାଉଙ୍କ ମୃତ୍ୟୁକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ପରୀକ୍ଷାଗାରରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ପକ୍ଷୀମାନଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri