Posted inଜାତୀୟ

‘ଅଢେଇ ବର୍ଷ ମୁଁ, ଅଢେଇ ବର୍ଷ ତୁମେ ହେବ ମୁଖ୍ୟମନ୍ତ୍ରୀ’

ପାଟନା,୧୭।୩: ବିହାରର ରାଜନୀତି ପୁଣି ଥରେ ରୋଚକ ମୋଡ଼ ନେଉଛି। ଏଥର ପ୍ରସଙ୍ଗ ଭାଜପା ଏବଂ ଜେଡିୟୁ ମଧ୍ୟରେ ନୁହେଁ, ବରଂ ବିକାଶଶୀଳ ଇନସାନ ପାର୍ଟି ସଭାପତି ମୁକେଶ ସାହାଣୀଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା ହେଉଛି। ମୁକେଶ ଏନଡିଏ ସହିତ ନ ରହିବାକୁ ନିଷ୍ପତ୍ତି ନେଇସାରିଛନ୍ତି। ଏହି କାରଣରୁ ସେ ଆରଜେଡି ନେତା ତେଜସ୍ବୀ ଯାଦବଙ୍କୁ ଏକ ବଡ଼ ଅଫର ଦେଇଛନ୍ତି। କିନ୍ତୁ ଏହି ଅଫର୍‌ ଏକ ସର୍ତ୍ତ ସହିତ ଦେଇଛନ୍ତି। ମୁକେଶ ତେଜସ୍ବୀଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ପ୍ରସ୍ତାବ ଦେଇଛନ୍ତି। ସେ କହିଛନ୍ତି, ଆମେ ତେଜସ୍ବୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପ୍ରସ୍ତୁତ କରିବାକୁ ରାଜି କିନ୍ତୁ କେବଳ ଅଢେଇ ବର୍ଷ ପାଇଁ ଏବଂ ଏହା ପରେ ମୁଁ ଅଢେଇ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବି। ଯଦି ଏହି ଅଫର ତେଜସୱୀ ଗ୍ରହଣ କରନ୍ତି, ତେବେ ମୁଁ ଏନଡିଏ ଛାଡିବାକୁ ପ୍ରସ୍ତୁତ ଅଛି ବୋଲି ସେ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ଲାଲୁ ପ୍ରସାଦ ଯାଦବଙ୍କ ଉପରେ ମୋର ବିଶ୍ୱାସ ରହିଛି। ଲାଲୁ ଯାଦବ ସର୍ବଦା ପଛୁଆ ଶ୍ରେଣୀ ପାଇଁ କାର୍ଯ୍ୟ କରିଆସୁଛନ୍ତି। ଆମେ ଲାଲୁଙ୍କଠାରୁ ବହୁତ କିଛି ଶିଖିଲୁ। ମୁଁ ତାଙ୍କୁ ଦେଖି ରାଜନୀତି ଶିଖିଲି। ସେ ମୋ ହୃଦୟରେ ଅଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ଅଛି କଶ୍ମୀର ସ୍ଥିତି

ନୂଆଦିଲ୍ଲୀ/ଶ୍ରୀନଗର,୫ା୮ :୩୭୦ ଉଚ୍ଛେଦକୁ ଗୁରୁବାର ୨ ବର୍ଷ ପୂରିଛି। ଯେଉଁ ଉଦ୍ଦେଶ୍ୟ ନେଇ ଏହି ସାମ୍ବିଧାନିକ ପଦକ୍ଷେପ ନିଆଯାଇଥିଲା ତାହା କେତେ ସାଧିତ ହୋଇଛି? ଜମ୍ମୁ-କଶ୍ମୀରରୁ...

ଆୟୁଷ୍ମାନ ଭାରତ ଯୋଜନାରେ ବ୍ୟାପକ ଦୁର୍ନୀତି : ଡାକ୍ତର ଲୁଟିଛନ୍ତି ଚିକିତ୍ସା ଅର୍ଥ, କାଗଜକଲମରେ ରୋଗୀ ସେବା

ନୂଆଦିଲ୍ଲୀ,୨୧।୬(ଆଇଏଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ବୃହତ୍‌ ସ୍ବାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତରେ ଏକ ବଡ଼ଧରଣର ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ଗରିବ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ...

ବୟଫ୍ରେଣ୍ଡ୍‌ ମାଗୁଥିଲେ ନଗ୍ନ ଫଟୋ: ଗର୍ଲଫ୍ରେଣ୍ଡ ନେଲେ ଏମିତି ନିଷ୍ପତ୍ତି

ଜଲପାଇଗୁଡି,୫।୪: ପଶ୍ଚିମବଙ୍ଗର ଜଲପାଇଗୁଡି ଜିଲାରେ ଜଣେ ୧୪ ବର୍ଷୀୟ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ରବିବାର ବାନରହାଟ ପୋଲିସ ଷ୍ଟେଶନ ଅଞ୍ଚଳରେ ଏହି ଘଟଣା...

ଶେଷ ହୋଇନି ମହାମାରୀ: କମଲ ହାସନ

ମୁମ୍ବାଇ,୨୨ ।୧୧: ବଲିଉଡ ଅଭିନେତା କମଲ ହାସନଙ୍କ ପ୍ରଶଂସକଙ୍କ ପାଇଁ ଏକ ଚମକାଇବା ଭଳି ଖବର ଆସିଛି । ଅଭିନେତା ନିକଟରେ ଆମେରିକାରୁ ଫେରିଥିବା ବେଳେ...

ସ୍ବାଧୀନତା ଆନ୍ଦୋଳନ ନୁହେଁ, ଗୋଖାଦ୍ୟ ଦୁର୍ନୀତିରେ ଜେଲ୍‌ ଯାଇଛନ୍ତି ଲାଲୁ

ନୂଆଦିଲ୍ଲୀ,୨୨।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ନେଇ ଏବେ ରାଜନୀତି ସରଗରମ ରହିଛି। ଟୁଇଟରରେ ଲାଲୁଙ୍କୁ ନେଇ ଅନେକ ନେତା ମନ୍ତ୍ରୀ...

କୃଷି ଆଇନକୁ ବିରୋଧ କରି ‘ଦିଲ୍ଲୀ ଚଲୋ’ ଡାକରା

ଚଣ୍ଡିଗଡ଼, ୨୫ା୧୧: କେନ୍ଦ୍ରର କୃଷି ବିଲ୍‌କୁ ବିରୋଧକରି ପଞ୍ଜାବ, ହରିୟାଣାର ସହସ୍ରାଧିକ କୃଷକ ‘ଦିଲ୍ଲୀ ଚଲୋ’ ଡାକରା ଦେବା ସହ ବିକ୍ଷୋଭ ଲାଗି ଆଗେଇ ଆସିଛନ୍ତି।...

ପୁଣି ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଲା…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

୨୯ ବର୍ଷ ପରେ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ

ଲକ୍ଷ୍ନୌ, ୨।୭: ୨୯ବର୍ଷ ପରେ ନିଜ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ। ହତ୍ୟାର ପ୍ରତିଶୋଧ ନେବା ପାଇଁ ପୁଅ କଲ୍ୟାଣ କେବଳ ଯେ ୨୦ବର୍ଷ...

Advertisement
Archives

Model This Week