Posted inଜାତୀୟ

ବିହାରରେ ଲାଗୁ ହେଲା ୭୫ ପ୍ରତିଶତ ସଂରକ୍ଷଣ, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାରି କଲେ ନୋଟିଫିକେଶନ

ପାଟନା,୨୧।୧୧: ବର୍ତ୍ତମାନ ବିହାରରେ ୭୫ ପ୍ରତିଶତ ସଂରକ୍ଷଣର ଲାଭ ମିଳିବ। ବିହାରର ନୀତୀଶ କୁମାର ସରକାର ଏ ସମ୍ପର୍କରେ ଏକ ଗେଜେଟ ପ୍ରକାଶ କରିଛନ୍ତି। ଏହାର ଅର୍ଥ ହେଉଛି, ବର୍ତ୍ତମାନଠାରୁ ଅନୁସୂଚିତ ଜାତି / ଜନଜାତି, ଇବିସି ଏବଂ ଓବିସିର ୭୫ ପ୍ରତିଶତ ସଂରକ୍ଷଣର ଲାଭ ମିଳିବ। ମଙ୍ଗଳବାର ଠାରୁ ଏହା କାର୍ଯ୍ୟକାରୀ କରାଯାଇଛି । ବିହାର ସରକାର ସଂରକ୍ଷଣ ସୀମାକୁ ୧୫ ପ୍ରତିଶତ ବୃଦ୍ଧି କରିଛନ୍ତି।

ବିହାର ସରକାର ବିଧାନସଭାର ଶୀତକାଳୀନ ଅଧିବେଶନ ସମୟରେ ସଂରକ୍ଷଣ ସଂଶୋଧନ ବିଧେୟକ ୨୦୨୩ ଉପସ୍ଥାପନ କରିଥିଲେ। ନଭେମ୍ବର ୯ରେ ଏହା ଉଭୟ ଗୃହ ଦ୍ୱାରା ପାସ ହୋଇଥିଲା। ସଂରକ୍ଷଣର ପରିସରକୁ ୭୫ ପ୍ରତିଶତକୁ ବୃଦ୍ଧି କରିବାର ବ୍ୟବସ୍ଥା ଥିଲା। ରାଜ୍ୟର ମୁଖ୍ୟ ବିରୋଧୀ ଦଳ ଭାଜପା ମଧ୍ୟ ଏହି ବିଲ୍‌କୁ ସମର୍ଥନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?