Posted inଜାତୀୟ

ଧନ କୁବେର ଏକଜ୍ୟୁକିଟିଭ ଇଞ୍ଜିନିୟର: କୋଟି କୋଟି ଟଙ୍କା, ଜମି କାଗଜ ପତ୍ର, ସୁନା-ଚାନ୍ଦି ଅଳଙ୍କାର ଜବତ

ପାଟନା,୨୭ ।୮: ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ଶନିବାର ଭିଜିଲାନ୍ସ ଟିମ ବିହାରର ଜଣେ ସରକାରୀ ଇଞ୍ଜିନିୟରଙ୍କ ଘରେ ଚଢାଉ କରିଛନ୍ତି । ଚଢାଉ ସମୟରେ ଇଞ୍ଜିନିୟରଙ୍କ ଘରୁ ବହୁ ପରିମାଣରେ ନଗଦ ଟଙ୍କା ଜବତ କରାଯାଇଛି । କୁହାଯାଉଛି କି ତାଙ୍କର ୨ଟି ଘରେ ଚଢାଉ ଚାଲିଥିବା ବେଳେ ଏବେ ପର୍ଯ୍ୟନ୍ତ ୫ କୋଟିର ନଗଦ ଟଙ୍କା ଓ ଅଳଙ୍କାର ଜବତ କରାଯାଇଛି । ଟଙ୍କା ଗଣତି ଏବେ ଚାଲିଛି ।

ମିଳିଥିବା ସୂଚନା ଅନୁଯାୟୀ, ଭିଜିଲାନ୍ସ ଟିମ ଗ୍ରାମ୍ୟ କାର୍ଯ୍ୟ ବିଭାଗର କିଶାନଗଞ୍ଜ ମଣ୍ଡଳର କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ସଞ୍ଜୟ କୁମାର ରାୟଙ୍କ ବିରୋଧରେ ଭିଜିଲାନ୍ସ ଟିମ୍ ଆୟ ବର୍ହିଭୁତ ସମ୍ପତି ମାମଲା ରୁଜୁ କରିଥିଲା । ଶନିବାର ଭିଜିଲାନ୍ସ ଟିମ୍ କିଶାନଗଞ୍ଜ ଓ ପାଟନାରେ ଥିବା ସଞ୍ଜୟଙ୍କ ଘର ଉପରେ ଚଢାଉ କରିଥିଲା । ଭିଜିଲାନ୍ସ ତାଙ୍କ ଘରେ ପହଞ୍ଚିବା ପରେ ଜଣାପଡିଥିଲା କି ଇଞ୍ଜିନିୟର ତାଙ୍କ ଜୁନିୟର ଇଞ୍ଜିନିୟର ଓ କ୍ୟାସିୟର ନିକଟରେ ସମସ୍ତ ନଗଦ ଅର୍ଥ ରଖନ୍ତି । ଏହାପରେ ଭିଜିଲାନ୍ସ ଦଳ ସେଠାରେ ଚଢାଉ କରି ପ୍ରାୟ ୫ କୋଟି ନଗଦ ଟଙ୍କା ଜବତ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ସଞ୍ଜୟଙ୍କ ଘରେ ପ୍ରାୟ ୧୩ ଜଣ ଅଧିକାରୀ ଉପସ୍ଥିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri