Posted inଜାତୀୟ

ଆଜି ବିହାର ଭୋଟ୍‌ ଗଣତି: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ପାଟ୍‌ନା,୧୪ା୧୧: ଦୀର୍ଘଦିନ ଧରି ବିହାର ନିର୍ବାଚନକୁ ନେଇ ଚାଲିଥିବା ଚର୍ଚ୍ଚାର ଶୁକ୍ରବାର ଅବସାନ ଘଟିବ। ବିହାର ଫଳାଫଳ ଉପରେ ଦେଶବ୍ୟାପୀ ସମସ୍ତଙ୍କ ନଜର ରହିଛି।

ଆଜି ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହେବ। ୮ଟାରୁ ପୋଷ୍ଟାଲ ବାଲଟ, ସାଢ଼େ ୮ଟାରୁ EVM ଗଣତି ଆରମ୍ଭ ହେବ। ମୋଟ୍‌ ୪୬ କାଉଣ୍ଟିଂ ସେଣ୍ଟରରେ ଭୋଟ୍‌ ଗଣତି ହେବ। ଏନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri