ବିଜୟ ମହାପାତ୍ରଙ୍କ ପୁଅଙ୍କୁ ନେଇ ପାଟକୁରା ରାଜନୀତି ସରଗରମ

ପାଟକୁରା,୨୩ା୨(ଡି.ଏନ୍‌.ଏ.): ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ରଙ୍କୁ ନେଇ ପାଟକୁରା ରାଜନୀତି ସରଗରମ ରହିଛି। ନିଜର ଶତାଧିକ ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଯାଇ ଅରବିନ୍ଦ ଗରଦପୁର ବ୍ଲକ ଅଫିସ ଆଗରେ ପ୍ରତିବାଦ ସଭା କରିଛନ୍ତି। ଆବାସ ଯୋଜନାରୁ ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀ ଚୟନ, ରାଶନକାର୍ଡରେ ନୂଆ ନାଁ ସଂଯୋଗ ଦାବି କରିବା ସହିତ ବ୍ଲକରେ ଚାଲିଥିବା ବ୍ୟାପକ ଦୁର୍ନୀତି ବିରୋଧରେ ଅରବିନ୍ଦ ଆନ୍ଦୋଳନକୁ ଓହ୍ଲାଇଥିବାରୁ ପାଟକୁରା ରାଜନୀତି ଏବେ ସରଗରମ ରହିଛି।

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପୂର୍ବତନ ସରପଞ୍ଚ ଗୋଲଖ ବହାରୀ ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ଅରବିନ୍ଦ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ହେଉଛି। ଶହ ଶହ ଯୋଗ୍ୟ ହିତାଧିକାରୀ ଏଥିରୁ ବାଦ୍‌ ପଡୁଛନ୍ତି। ସେମାନଙ୍କୁ ତୁରନ୍ତ ଘର ଯୋଗାଇ ଦିଆଯାଉ। ୨୩ବର୍ଷରୁ ଅଧିକ ହେବ ସରକାର କ୍ଷମତାରେ ଥାଇ ମଧ୍ୟ ଏତେ ଦୁର୍ନୀତି କିଭଳି ହେଉଛି ବୋଲି ସେ ପ୍ରଶ୍ନ ଉଠାଇବା ସହିତ ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri