ଉପାନ୍ତ ଜିଲାରେ ଚମକିଲେ ବିଜୟଲକ୍ଷ୍ମୀ: ନୂଆପଡା ପାଇଁ ଆଣିଲେ ଗୌରବ

ନୂଆପଡା ଅଫିସ,୨୯।୭: ନୂଆପଡା ଭଳି ଉପାନ୍ତ ଜିଲାରେ ଡାକ୍ତରାଣୀ ହୋଇ ନିଷ୍ପେଷିତଙ୍କ ସେବା କରିବି ବୋଲି କହିଛନ୍ତି ନୂଆପଡା ଜିଲା ମାଟ୍ରିକ ଟପ୍ପର ବିଜୟ ଲକ୍ଷ୍ମୀ ବେହେରା। ସେ ଏଥର ୯୨.୫ ପ୍ରତିଶତ ମାର୍କ ରଖିଛନ୍ତି। ବିଭାଗରୁ ମିଳିଥିବା ତ ଥ୍ୟାନୁଯାୟୀ ଜିଲାର ୫୦ଟି ପରୀକ୍ଷା କେନ୍ଦ୍ରରେ ୧୪୪ଟି ହାଇସ୍କୁଲରୁ ୯୫୦୬ ଜଣଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିରୁ ୨ଜଣ ଏ୧,୬ଜଣ ଏ୨ ପାଇଛନ୍ତି। ମୋଟ ୬୦.୧୮ପ୍ରତିଶତ ପାସ ହାର ରହିଛି । ଆଶାନୁରୂପ ଫଳାଫଳ ପାଇଛୁବୋଲି ଜିଲାଶିକ୍ଷାଧିକାରୀ ଲକ୍ଷ୍ମଣଭୋଇ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri