ଉପାନ୍ତ ଜିଲାରେ ଚମକିଲେ ବିଜୟଲକ୍ଷ୍ମୀ: ନୂଆପଡା ପାଇଁ ଆଣିଲେ ଗୌରବ

ନୂଆପଡା ଅଫିସ,୨୯।୭: ନୂଆପଡା ଭଳି ଉପାନ୍ତ ଜିଲାରେ ଡାକ୍ତରାଣୀ ହୋଇ ନିଷ୍ପେଷିତଙ୍କ ସେବା କରିବି ବୋଲି କହିଛନ୍ତି ନୂଆପଡା ଜିଲା ମାଟ୍ରିକ ଟପ୍ପର ବିଜୟ ଲକ୍ଷ୍ମୀ ବେହେରା। ସେ ଏଥର ୯୨.୫ ପ୍ରତିଶତ ମାର୍କ ରଖିଛନ୍ତି। ବିଭାଗରୁ ମିଳିଥିବା ତ ଥ୍ୟାନୁଯାୟୀ ଜିଲାର ୫୦ଟି ପରୀକ୍ଷା କେନ୍ଦ୍ରରେ ୧୪୪ଟି ହାଇସ୍କୁଲରୁ ୯୫୦୬ ଜଣଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିରୁ ୨ଜଣ ଏ୧,୬ଜଣ ଏ୨ ପାଇଛନ୍ତି। ମୋଟ ୬୦.୧୮ପ୍ରତିଶତ ପାସ ହାର ରହିଛି । ଆଶାନୁରୂପ ଫଳାଫଳ ପାଇଛୁବୋଲି ଜିଲାଶିକ୍ଷାଧିକାରୀ ଲକ୍ଷ୍ମଣଭୋଇ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ବୁଲି କୃତଜ୍ଞତା ଜଣାଇଲେ ସୂର୍ଯ୍ୟବଂଶୀ

ଧାମନଗର,୧୨ା୧୧(ଡି.ଏନ.ଏ.): ଧାମନଗର ନବନିର୍ବାଚିତ ବିଧାୟକ ସୂର୍ୟବଂଶୀ ସୂରଜ ବିଭିନ୍ନ ପଞ୍ଚାୟତ ବୁଲି ଜନସାଧାରଣଙ୍କୁ କୃତଜ୍ଞତା ଜଣାଉଛନ୍ତି। ଏହି କୃତଜ୍ଞତା ଯାତ୍ରାରେ ବିଧାୟକ ଶୁକ୍ରବାର ଦଳାଙ୍ଗ ପଞ୍ଚାୟତର...

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର...

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଅଟୋରେ ହୁଣ୍ଡି: ଶହୀଦ ଦିବସରେ ଅଟୋ ଡ୍ରାଇଭର ଟ୍ରଷ୍ଟର ଭିନ୍ନ ପ୍ରୟାସ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ପୁଲଓ୍ବାମା ଶହୀଦଙ୍କ ସ୍ମୃତିରେ ଫେବୃୟାରୀ ୧୪ତାରିଖକୁ ଶହୀଦ ଦିବସ ଭାବେ ପାଳନ କରାଯାଉଛି। ଶୁକ୍ରବାର ଏହି ଦିବସ ପାଳନ ଅବସରରେ ଭାରତ ମହାସଂଘ...

ନକଲି ଡାକ୍ତର ଏବଂ ସ୍ତ୍ରୀଙ୍କୁ ଏକାଠି ଜେରା କରିବ ପୋଲିସ

ଭୁବନେଶ୍ବର,୧୫।୪(ବ୍ୟୁରୋ): ବହୁ ଚର୍ଚ୍ଚିତ ନକଲି ଡାକ୍ତର ରମେଶ ସ୍ବାଇଁ ଘଟଣାରେ ରମେଶ ଏବଂ ସ୍ତ୍ରୀ କମଳା ସ୍ବାଇଁଙ୍କୁ ଏକାଠି ପୋଲିସ ଶୁକ୍ରବାର ଜେରା କରିବ। ପୋଲିସ...

ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଗିରଫ

ରାୟଗଡ଼ା ଅଫିସ,୨୩।୩: ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଥେରୁବାଲି ଦୈନିକ ବଜାରରେ ଥିବା ଏକ ଏସବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଜଣଙ୍କୁ...

ବ୍ରହ୍ମପୁର ସହରରେ ରହିଛି ୭ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୬ା୮: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ-୧୬ ଏବେ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଅନେକ ଯୋଜନା...

ଏମ୍‌ସିଏଲ୍‌ କୋଇଲା ଖଣିରେ ବିସ୍ଫୋରଣ

ଝାରସୁଗୁଡ଼ା ଅଫିସ,୨୩ା୩: ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌) ଲଖନପୁର କ୍ଷେତ୍ରାଧିନ ବେଲପାହାଡ଼ ଖୋଲାମୁହଁ କୋଇଲା ଖଣି ୧ନଂ କ୍ୱାରୀରେ ବିସ୍ଫୋରଣ ହେବା ଫଳରେ ଖଣି ପାର୍ଶ୍ୱ ଯୋରାବଗା...

୩୧ ପର୍ଯ୍ୟନ୍ତ ବନ୍ଦ ରହିଲା ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ଆର୍‌ଟିଓ କାର୍ଯ୍ୟାଳୟରେ ବୁଧବାରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ବନ୍ଦ ରହିବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ...

Advertisement
Archives

Model This Week