ଖେଳରତ୍ନ ପୁରସ୍କାର ଫେରାଇବାକୁ ଧମକ ଦେଲେ ବକ୍ସର ବିଜେନ୍ଦର ସିଂ

ନୂଆଦିଲ୍ଲୀ,୬।୧୨: ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନରେ ରବିବାର ସାମିଲ ହୋଇଛନ୍ତି ଅଲିମ୍ପକ୍‌ ପଦକ ବିଜେତା ହରିୟାଣର ବକ୍ସର ବିଜେନ୍ଦର ସିଂ । ଆୟୋଳନରତ କୃଷକଙ୍କୁ ରବିବାର ଭେଟଛନ୍ତି ବିଜେନ୍ଦର। ସେ ନୂଆ କୃଷି ଆଇନକୁ ବିରୋଧ କରିବା ସହ ଏହାକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି। ଏଭଳି ନ ହେଲେ ସେ ପାଇଥିବା ରାଜିବ ଗାନ୍ଧୀ ଖେଳରତ୍ନ ପୁରସ୍କାର ଫେରାଇ ଦେବେ ବୋଲି ଧମକ ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ଲୋକସଭା ନିର୍ବାଚନରେ କଂଗ୍ରେସ ପକ୍ଷରୁ ଛିଡ଼ା ହୋଇଥିଲେ ବିଜେନ୍ଦର। ୨୦୦୮ ବେଜିଂ ଅଲିମ୍ପିକ୍ସର ବକ୍ସିଂ ଇଭେଣ୍ଟରେ ବ୍ରୋଞ୍ଜ ପଦକ ହାସଲ କରିବାର ପରବର୍ଷ ହିଁ ଏହି ହରିୟାଣା ବକ୍ସରଙ୍କୁ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ୨୦୦୯ରେ ବିଶ୍ୱ ଚାମ୍ପିୟନ୍‌ଶିପ ଓ ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମଧ୍ୟ ବ୍ରୋଞ୍ଜ ପଦକ ପାଇଥିଲେ। ୨୦୧୫ରୁ ସେ ପେସାଦାର ବକ୍ସର ଭାବେ କ୍ୟାରିୟର ଆରମ୍ଭ କରିଥିବା ବିଜେନ୍ଦର ଏପର୍ଯ୍ୟନ୍ତ ଅପରାଜେୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri