ବିଧାନସଭାରେ ବିଜୁ ଜୟନ୍ତୀ

ଭୁବନେଶ୍ୱର, ୬ା୩(ବ୍ୟୁରୋ): ଓଡ଼ିଶା ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବିଧାୟକ ଅରବିନ୍ଦ ଢାଲି, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉତ୍କଳ ସମ୍ମିଳନୀ ସଭାପତି ଅଦ୍ୱୈତ କୁମାର ପାତ୍ର, ସାଧାରଣ
ସମ୍ପାଦକ ଅନନ୍ତ ପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସାଂସ୍କୃତିକ ଅନୁଷ୍ଠାନ ‘ଶାଶ୍ୱତ’ର କଣ୍ଠଶିଳ୍ପୀମାନେ ସଙ୍ଗୀତ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri