ଭୁବନେଶ୍ୱର,୨।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆସନ୍ତା ୫ ତାରିଖରେ ୧୦୬ ତମ ଜନ୍ମ ଜୟନ୍ତୀ । ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡ଼ମ୍ବର ଭାବେ ପାଳନ କରାଯିବ । ଏନେଇ ଦଳୀୟ ବିଧାୟକଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖି ଜଣାଇଛନ୍ତି । ପ୍ରତି ନିର୍ବାଚନ ମଣ୍ଡଳୀରେ ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ବିଜେଡିର ସଫଳ ଯାତ୍ରା ସମ୍ପର୍କରେ ଆଲୋଚନା କରାଯିବ ।
ସେହିପରି ମାର୍ଚ୍ଚ ୮ରେ ପ୍ରତି ନିର୍ବାଚନ ମଣ୍ଡଳୀରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯିବ। ମହିଳା ସଶକ୍ତିକରଣ ପାଇଁ ବିଜୁ ଜନତା ଦଳର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯିବ ।
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର
ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…
ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା
ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…
Archives

