ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କଲା କ୍ରୀଡ଼ା ବିଭାଗ

ଭୁବନେଶ୍ୱର,୨୨।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ସୋମବାର କ୍ରୀଡ଼ା ବିଭାଗ ବିଧିବଦ୍ଧ ଭାବେ ପ୍ରତ୍ୟାହାର କରିନେଇଛି। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରହିବ ବୋଲି ଗତ ୧୯ ତାରିଖରେ ଏକ ଗାଇଡଲାଇନ ଜାରି ହୋଇଥିଲା।

କ୍ରୀଡ଼ା ବିଭାଗର ବିଜ୍ଞପ୍ତି ଅନୁସାରେ, ବିଭାଗ ଦ୍ୱାରା ୨୦୨୩ ଜୁନ ୫ ତାରିଖରେ ଜାରି ହୋଇଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ ଗାଇଡଲାଇନ ବଳବତ୍ତର ରହିବ । ଏଥିପାଇଁ ବିଭାଗ ପକ୍ଷରୁ ବିଧିବଦ୍ଧ ନିର୍ଦ୍ଦେଶନାମା ପ୍ରକାଶ ପାଇଛି ଓ ସମସ୍ତ ବିଭାଗକୁ ଅବଗତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri