ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବେ କୌଶିକ ସାହୁ

ବାଲିଗୁଡା,୩।୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବା ପାଇଁ ମନୋନୀତ ହୋଇଛନ୍ତି l
ସୂଚନାଯୋଗ୍ୟ, ୧୯୯୭ ମସିହାରୁ କନ୍ଧମାଳ ଜିଲାର ଅବୈତନକ ବନ୍ୟପ୍ରାଣୀ ସରଂକ୍ଷକ ଭାବେ କାର୍ଯ୍ୟ କରିବା ସହ ସେ ଜଙ୍ଗଲ ସୁରକ୍ଷା, ବୃକ୍ଷ ରୋପଣ ଏବଂ ବନ୍ୟପ୍ରାଣୀ ମାନଙ୍କ ସୁରକ୍ଷା ଦିଗରେ ଦୀର୍ଘ ଦିନ ଧରି କାର୍ଯ୍ୟ କରି ଆସୁଛନ୍ତି l ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷ ରାଜ୍ୟ ସରକାରଙ୍କର ନିଷ୍ପତ୍ତି କ୍ରମେ କୌଶିକ ସାହୁଙ୍କୁ ଚଳିତ ମାସ ୭ ତାରିଖ ଶନିବାର ଦିନ କନ୍ଧମାଳ ଜିଲା ସଦର ମହକୁମା ଫୁଲବାଣୀ ସ୍ଥିତ କନ୍ଧମାଳ ଜଲା ବନ ବିଭାଗ କାର୍ଯ୍ୟାଳୟରେ ହେବାକୁ ଥିବା ଏକ ଉତ୍ସବରେ ସମ୍ମାନିତ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri