ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୫।୩: ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ମଙ୍ଗଳବାର ୧୦୮ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପଞ୍ଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି। ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ଫରେଷ୍ଟ ପାର୍କରେ ପହଞ୍ଚି ବିଜୁ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତ। ଦଳୀୟ କର୍ମୀଙ୍କ ସହ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri