ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ପାଳିତ: ଯୋଗ ଦେଲେ ବିଜେଡିର ୩ ବ୍ଲକ ଅଧ୍ୟକ୍ଷ, ପୂର୍ବତନ ଉପବାଚସ୍ପତି ସାଲୁଗା

ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ): ମହାନ ଜନନାୟକ ପ୍ରବାଦ ପୁରୁଷ ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଦାରିଙ୍ଗବାଡି ମିଶ୍ର କଲ୍ୟାଣମଣ୍ଡପ ପରିସର ମଧ୍ୟରେ ବୁଧବାର ପାଳିତ ହୋଇଯାଇଛି । ଏହି ଅବସରରେ ୧୦ ନଂ ଜୋନ୍‌ର ଜିଲାପରିଷଦ ସଦସ୍ୟ ରଞ୍ଜନ ପ୍ରଧାନଙ୍କ ସଭା ପରିଚାଳନାରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ସେହିପରି ଅନ୍ୟତମ ଅତିଥିଙ୍କ ମଧ୍ୟରେ ଜିଲାପରିଷଦର ଉପାଧ୍ୟକ୍ଷା ସାଧବାଣୀ ନାୟକ,ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକର ଅଧ୍ୟକ୍ଷ ତଥା ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଟିକାବାଲିର ଦିଲ୍ଲୀପ କହଁର, ରାଇକିଆର ପ୍ରିତମ ଚନ୍ଦ୍ର ପ୍ରଧାନଯୋଗ ଦେଇ ବିଜୁ ପଟ୍ଟନାୟକଙ୍କ ନେତୃତ୍ୱକୁ ମନେ ପକାଇଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡିର ବ୍ଲକ ସଭାପତି ଜ୍ୟୋତିରାଜ ପ୍ରଧାନ, କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର ପ୍ରଧାନ, ରାଇକିଆ ବ୍ଲକ ସଭାପତି ରାଜମୋହନ ଦିଗାଲ, ଜି. ଉଦୟଗିରିର ଜିଲାପରିଷଦ ସଦସ୍ୟା ଲିଲିମା ପ୍ରଧାନ,ଦୀପକ କୁମାର ସାହୁ, ରୂପକ କୁମାର ସାହୁ, ରାଜୀବ ନାୟକ, ବିକାଶ ନାୟକ ,ପ୍ରମୁଖ ଯୋଗଦେଇ ପ୍ରବାଦ ପୁରୁଷଙ୍କ ସମ୍ପର୍କରେ ଆଲୋଚନା କରିଛନ୍ତି। କାର୍ଯ୍ୟକ୍ରମରେ ଶତାଧିକ ବିଜେଡି କର୍ମୀ, ଲୋକପ୍ରତିନିଧି ମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri