ସୋନପୁର, ବୌଦ୍ଧରେ ଶୁଭାରମ୍ଭ ହେବ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ବର,୨୫।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୁଦୃଢ ପାଇଁ ରାଜ୍ୟ ସରକାର ରାଜ୍ୟରେ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବିତରଣ ଜାରି ରହିଛି । ସୋନପୁର ଓ ବୌଦ୍ଧରେ ଗୁରୁବାର ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ଶୁଭାରମ୍ଭ ହେବ । ଏ ନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ।

ଏହା ସହିତ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର ସୂଚନା ରହିଛି। ଏହି ସ୍ମାର୍ଟ କାର୍ଡ ଦ୍ୱାରା ଲୋକଙ୍କୁ ସ୍ମାର୍ଟ ସହାୟତା ପ୍ରଦାନ କରିବ । ପରିବାରର ସମସ୍ତ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ବିଶେଷକରି ମହିଳାଙ୍କ ପାଇଁ ବର୍ଷକୁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ଦେବ । ସରକାର ରାଜ୍ୟରେ ସାଢେ ୩ କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାକୁ ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

ଅସୁସ୍ଥ ମା’, ଗ୍ରୁପ୍ ଋଣ ଚିନ୍ତାରେ ଏମିତି କାଣ୍ଡ କରିଦେଲେ ପୁଅ

ଭଞ୍ଜନଗର,୧୩।୭ (ବାବୁଲା ପ୍ରଧାନ): ଆର୍ଥିକ ଅନାଟନରେ ପଡ଼ି ମଣିଷ ଅନେକ ସମୟରେ ଭୁଲ ପଦକ୍ଷେପ ନେଇଥାଏ। ପରବର୍ତ୍ତୀ ସମୟରେ ତାହାର ପରିଣାମ ଭୟାବହ ହୋଇଥାଏ। ଏଭଳି ଏକ…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ  ୨ ଦିନିଆ ଦାରିଙ୍ଗବାଡି ଗସ୍ତ  କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri