ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଲା ଜାତୀୟ ସ୍କଚ ଆୱାର୍ଡ

ଭୁବନେଶ୍ୱର,୧୩।୨: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଛି ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩ । ସ୍କଚ ଆୱାର୍ଡ଼ କର୍ତ୍ତୃପକ୍ଷଙ୍କ ଦାରା ନୂଆଦିଲ୍ଲୀ ସ୍ଥିତ ସମ୍ଭିଧାନ କ୍ଲବ ହଲରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ସ୍ବାସ୍ଥ୍ୟସେବା ପ୍ରତିଶ୍ରୁତି ସୋସାଇଟି(ସାସ)ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡାକ୍ତର ଡି.ବୃନ୍ଦା ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ଶାସନ ସଚିବ ତଥା ତଥା ଯୁଗ୍ମ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭାନନ୍ଦ ମହାପାତ୍ର ଏହି ପୁରସ୍କାର ଗ୍ରହଣ କରିଛନ୍ତି। ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ବି ଏସ କେ ୱାଇକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିଲେ ଚିରାଗ ପାଶଓ୍ବାନ! କହିଲେ ଏକେଲା ଲଢିବେ ନିର୍ବାଚନ

ନୂଆଦିଲ୍ଲୀ,୭।୫: ପଞ୍ଜାବ ରାଜନୀତିରେ ଏକ ସାହସିକ ପଦକ୍ଷେପ ନେଇ ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସ୍ବାଧୀନ ଭାବରେ ଲଢ଼ିବ…

ଇରାନ ସହ ଯୁଦ୍ଧ ମଧ୍ୟରେ ଖୋଲିଲା ଟ୍ରମ୍ପଙ୍କ ଭାଗ୍ୟ!

ତେହରାନ,୭।୫: ଇରାନ ସହିତ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ଆମେରିକା ପାଇଁ ଏକ ଅତ୍ୟନ୍ତ ସ୍ବାଗତଯୋଗ୍ୟ ଖବର ଆସିଛି। ଆମେରିକୀୟ ମାଟି ତଳେ…

ଟ୍ରେନ୍‌ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍‌ରେ ପଡ଼ିଛି…

ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍‌ ଆଗକୁ ଆସି…

ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଏପରି ହୋଇଥିଲା ହତ୍ୟା, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟା ମାମଲାରେ ନୂତନ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଏହି ଫୁଟେଜ୍ ବୁଧବାର ରାତି ୧୦ଟା୦୮ ସମୟର…

ଫିଲ୍ମ ଜଗତରୁ ବ୍ରେକ୍‌ ନେଲେ ଅକ୍ଷୟ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡର ସବୁଠାରୁ ବ୍ୟସ୍ତ ଅଭିନେତାଙ୍କ ମଧ୍ୟରୁ ଜଣେ ଅକ୍ଷୟ କୁମାରଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ଭଲ ନାହିଁ। ନିର୍ଦ୍ଦେଶକ ଅନୀସ ବାଜମୀଙ୍କ ଆଗାମୀ ଫିଲ୍ମର କେରଳ କାର୍ଯ୍ୟସୂଚୀ ସମାପ୍ତ…

ଏକଦା ଥିଲେ ଶ୍ରୀଦେବୀ-କାଜୋଲଙ୍କ ଡ୍ରେସ୍‌ ଡିଜାଇନର, ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗରେ; ଜାଣନ୍ତୁ କିଏ ସେ…

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ଦୀର୍ଘ ୧୫ ବର୍ଷର ତୃଣମୂଳ କଂଗ୍ରେସ (TMC) ଶାସନର ଅନ୍ତ ଘଟାଇ ଭାରତୀୟ ଜନତା…

ଏହି ୪ ରାଶିରେ ମେ ୧୧ରୁ କାଳସର୍ପ ଯୋଗ: ହୋଇଯାନ୍ତୁ ସାବଧାନ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗତି ଏବଂ ନକ୍ଷତ୍ରମାନଙ୍କର ସ୍ଥିତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଏଥର ମେ ମାସରେ ମହାକାଶରେ ଏକ ସ୍ବର୍ଗୀୟ ପରିସ୍ଥିତି…

ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ କେମିତି କରାଯାଇଥିଲା ହତ୍ୟା

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନର୍ବାଚନ ଫଳାଫଳ ଘୋଷଣା ପରଠାରୁ, ରାଜ୍ୟରେ ହିଂସା କମିବାର କୌଣସି ସଙ୍କେତ ଦେଖାଯାଇ ନାହିଁ। ନୂତନ ସରକାରଙ୍କ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri