‘ବିଜୁବାବୁ ଆଙ୍କିଥିଲେ ବିକାଶର ନକ୍ସା’

ଭୁବନେଶ୍ୱର,୫।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶନିବାର ୧୦୬ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ନକ୍ସା। ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ। ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି।’


Enter your email to get our daily news in your inbox.

All Right Reserved By Dharitri.Com

ଭୋଜିରୁ ଫେରିବା ବାଟରେ ୪ ଜଣଙ୍କୁ ଅପହରଣ ଅଭିଯୋଗ

ଉମରକୋଟ,୧୨ା୧୨(ସ୍ବ.ପ୍ର.): ଛତିଶଗଡ଼ର କାଙ୍କେରରୁ ଭୋଜିଖାଇ ଫେରୁଥିବା ବେଳେ ଶନିବାର ରାତିରୁ ୪ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଅପହରଣ କରାଯାଇଥିବା ପରିବାର ଲୋକେ ସନ୍ଦେହ କରି...

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ।...

୫-ଟି ପ୍ରଭାବ: ଦେଢବର୍ଷ ପରେ ନିଯୁକ୍ତି ପାଇଁ ପରୀକ୍ଷା; ୨୪ ଘଣ୍ଟାରେ ବାହାରିଲା ପରୀକ୍ଷାଫଳ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ପଞ୍ଚାୟତିରାଜ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଲାଇଭ୍‌ଲି ହୁଡ୍‌ ମିଶନ (ଓଏଲ୍‌ଏମ୍‌) ପାଇଁ ଜିଲା ଓ ବ୍ଲକ୍‌ ସ୍ତରୀୟ ସହାୟକ ପଦବୀ...

ବଜ୍ରପାତ ନେଲା ୮ ଜୀବନ

ରୂପସା(ବାଞ୍ଛାନିଧି ଦେ)/ବସ୍ତା(ହରିଶଙ୍କର ପାଢୀ)/ତିହିଡ଼ି/ଚାନ୍ଦବାଲି(ସଞ୍ଜିତ୍‌ ବଳ/କିଶାନ ପାତ୍ର/ଅଶୋକ ପଣ୍ଡା)/ବୈଶିଙ୍ଗା( ରତନ ଦାଶ), ୧୬ା୮- ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ବୁଧବାର ବଜ୍ରପାତ ହୋଇ ୮ ଜଣଙ୍କ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୭୨୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ବିଏମ୍‌ସିର ଅବହେଳା ପୁଣି ନେଲା ଜୀବନ:ମୁକୁଳା ଡ୍ରେନ୍‌ରେ ଭାସି ବୃଦ୍ଧା ମୃତ

ଭୁବନେଶ୍ୱର, ୨୬।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରର ଡ୍ରେନ୍‌ ଏବେ ସହରବାସୀଙ୍କ ପାଇଁ କାଳ ସାଜିଛି। ମୁକୁଳା ଡ୍ରେନ୍‌ ବାରମ୍ବାର ଜୀବନ ନେବା ପରେ ବି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର...

ଯୁକ୍ତ୨ ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୪।୧(ବ୍ୟୁରୋ): କରୋନା ପାଇଁ ଗତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କିନ୍ତୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ନ...

ଜବତ ଶାଢ଼ିକୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା...

Advertisement
Archives

Model This Week