ପାଟଣାରେ ବିଜୁବାବୁଙ୍କ ଜୟନ୍ତୀ

ପାଟଣା,୫ା୩(ସ୍ବ.ପ୍ର.): ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ ପାଳନ କରାଯାଇଛି। ଏହି ଅବସରରେ ରବିବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟଣା ବ୍ଲକ ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ଲକ ବିଜେଡି ପକ୍ଷରୁ ଅନ୍ତେବାସୀ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଛି। ଏଥିରେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ,ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ,ବ୍ଲକ ବିଜେଡି ସଭାପତି ମାଧବାଧନନ୍ଦ ପୃଷ୍ଟି, ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ଭଞ୍ଜ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ, ୨୩ ନମ୍ବର ଜୋନ୍‌ ଜିଲାପରିଷଦ ସଦସ୍ୟା ରୁନୁ ମହାନ୍ତ, ବଡ଼ପାଟଣା ସରପଞ୍ଚ ବିନତୀ ବାନରା, ମୂଷାଖରୀ ସରପଞ୍ଚ ଭାମାମଣି ଦାସ, ପଟଣା ସମିତିସଭ୍ୟ ମୋହନ ସୁନ୍ଦର ମହାନ୍ତ, ବିଜେଡି ନେତା ସତ୍ୟାନନ୍ଦ ବେହେରା, ଭୂତ ମହାନ୍ତ ବିଜେଡି ବ୍ଲକ ମିଡିଆ ସେଲ୍‌ ସଂଯୋଜକ କାମିନୀକାନ୍ତ ଦ୍ବିବେଦୀ,କଣ୍ଟିଆପଡ଼ା ସମିତିସଭ୍ୟା ସଞ୍ଜୁଲତା ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ। ସାହାରପଡ଼ା ବ୍ଲକ ମୁଖ୍ୟାଳୟରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ଏକ ବିରାଟ ସାଇକେଲ ରାଲି ବାହାରି ବ୍ଲକ କାର୍ଯ୍ୟାଳୟ ଦେଇ ହଳଦୀ ବଟା ଛକରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri