ବିଜୁବାବୁଙ୍କ ତିରୋଧାନ ଦିବସ

ସୋରଡ଼ା,୧୭ା୪(ଡି.ଏନ୍‌.ଏ.): ବିଜୁବାବୁଙ୍କ ୨୬ ତମ ଶ୍ରାଦ୍ଧ ଦିବସ ବିଜୁ ଜନତା ଦଳ ତରଫରୁ ପାଳିତ ହୋଇଯାଇଛି। ସକାଳୁ ବିଜୁ ପ୍ରେମୀମାନେ ଦଳୀୟ କାର୍ଯ୍ୟାଳୟରେ ଏକ ସଭା କରିଥିଲେ।ସେଠାରୁ ଶୋଭାଯାତ୍ରାରେ ବାହାରି ଗଣିଛକରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସରକାରୀ ମେଡିକାଲରେ ପହଞ୍ଚିଥିଲେ। ସେଠାରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ। ପଥଚାରୀଙ୍କୁ ପଣା ବଣ୍ଟନ କରିଥିଲେ। ଏଥିରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ,ଏନ୍‌ଏସି ଅଧ୍ୟକ୍ଷ ଶିବଶଙ୍କର ପଣ୍ଡା,ଉପାଧ୍ୟକ୍ଷା ଭାଗ୍ୟଲତା ଡାକୁଆଙ୍କ ସମେତ ଶହ ଶହ ସମର୍ଥକ ଯୋଗଦେଇଥିଲେ। ବାୟା ଗଉଡ଼,ସଞ୍ଜୟ ବିଶୋୟୀ,ବାବୁ ପଣ୍ଡା,ଭଗବାନ ସାହୁ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?