ପ୍ରବାଦପୁରୁଷଙ୍କ ଗୁଣଗାନ କଲେ ବିଜୁପ୍ରେମୀ

ପୁରୁଷୋତ୍ତମପୁର,୧୭।୪(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ନଗର ବିଜେଡି ପକ୍ଷରୁ ପ୍ରବାଦପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଗୁରବାର ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ପାଳିତ ହୋଇଯାଇଛି। ଏହି ଅବସରରେ ଦଳୀୟ କର୍ମୀ ଓ ବିଜୁପ୍ରେମୀମାନେ ଯାଇ ସହରପକଣ୍ଠ ପାଣ୍ଡିଆଛକ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ପ୍ରଦାନ କରି ଓଡିଶା ଲାଗି ବିଜୁବାବୁଙ୍କ ରହିଥିବାଅବଦାନ ସମ୍ପର୍କରେ ଗୁଣଗାନ କରିଥିଲେ l ଏଥିରେ କାଉନସିଲର ଅଶୋକ କୁମାର ମହାଙ୍କୁଡ,ଅରୁଣକୁମାର ମହାଙ୍କୁଡ, କାଉନସିଲର ପ୍ରତିନିଧି ଭାଗିରଥି ବେହେରା, ନଗର ବିଜେଡି ନିର୍ବାଚନ ଅଧିକାରୀ କେ ଉମା ଶଙ୍କର ରାଓ, ଶଙ୍କର୍ଷଣ ବେହେରା ପ୍ରମୁଖ ଯୋଗ ଦେଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri