ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏନଏସିର କଲ୍ୟାଣ ମଣ୍ଡପ ପରିସରରେ ବୁଧବାର ଅପରାହ୍ନରେ ପାଳିତ ହୋଇ ଯାଇଛି।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ପୁରୀର ଏକ କଲ୍ୟାଣ ମଣ୍ଡପରେ ରାଜ୍ୟ ସ୍ତରୀୟ ବିକାଶ ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଭିଡିଓ କନ୍ଫରେନ୍ସ ଦ୍ୱାରା ବୁଧବାର ଅପରାହ୍ନ ୪ଟାରେ ଉଦଘାଟନ କରିଥିଲେ।

ଏହି ପରିପ୍ରେକ୍ଷୀରେ କେସିଙ୍ଗା ଏନଏସିରେ ମଧ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ଅଧ୍ୟକ୍ଷରେ ଏହି କାର୍ଯ୍ୟକ୍ରମ ପାଳନ କରାଯାଇ ଥିଲା। କେସିଙ୍ଗା ସହରରେ ଉଦ୍ୟୋଗୀ ଶିଳ୍ପାନୁଷ୍ଠାନ, ଯୁବ ଶକ୍ତିଙ୍କ ଉନ୍ନତିକରଣ, ଜଳସାଥୀ, ସ୍ୱଚ୍ଛତା, ଗମନାଗମନ ପାଇଁ ରାସ୍ତା ନିର୍ମାଣ, ଆର୍ଥିକ ବିକଶିତ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭର୍ତ୍ତା, ପାନୀୟଜଳ, ଅର୍ଣ୍ଣ ପୂର୍ଣା ଯୋଜନା, ଆଲୋକି କରଣ, ଡ୍ରେନେଜ ଆଦି ବିଷୟରେ ପଞ୍ଜି କରଣ ପାଇଁ ବ୍ୟବସ୍ଥା କରାଯାଇ ଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri