Posted inଜାତୀୟ

ବିକାଶ ଦୁବେଙ୍କ ଲଭ୍‌ଷ୍ଟୋରୀ: ଶାଶୁ-ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ କରିଥିଲେ ବିବାହ

ଲକ୍ଷ୍ନୌ, ୧୧।୭: ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ତାଙ୍କୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏବେ ତାଙ୍କ ଲଭ୍‌ଷ୍ଟୋରୀ ନେଇ ସୋସିଆଲ ମିିଡ଼ିଆରେ ନାନା ପ୍ରଚାର ଜାରି ରହିଛି। ୨୦ବର୍ଷ ତଳେ ସ୍ତ୍ରୀ ରିଚାଙ୍କ ସହିତ ତାଙ୍କର ସାକ୍ଷାତ୍‌ ହୋଇଥିଲା। ରିଚା ଜ୍ଞାନେନ୍ଦ୍ର ନିଗମଙ୍କ ଭଉଣୀ। ବିକାଶଙ୍କ ସହିତ ଜ୍ଞାନେନ୍ଦ୍ରଙ୍କର ଭଲ ସମ୍ପର୍କ ଥିଲା। ପ୍ରଥମ ଦେଖାରେ ବିକାଶ ରିଚାଙ୍କୁ ଭଲପାଇ ବସିଥିଲେ। ତେବେ ରିଚା ଏବଂ ବିକାଶଙ୍କ ବିବାହକୁ ଜ୍ଞାନେନ୍ଦ୍ରଙ୍କ ମାତାପିତା ବିରୋଧ କରିଥିଲେ। ବିକାଶ ଶାଶୁ-ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ ରିଚାଙ୍କ ସହିତ ବିବାହ କରିଥିଲେ। ଏହାପରେ ବିକାଶଙ୍କ ସହିତ ୧୦-୧୨ ବର୍ଷ ଧରି ଆଉ ତାଙ୍କର କଥାବାର୍ତ୍ତା ହୋଇ ନ ଥିବା ଜ୍ଞାନେନ୍ଦ୍ର କହିଛନ୍ତି। ବିକାଶ କାନପୁରର ଶାସ୍ତ୍ରୀନଗରରେ ତାଙ୍କ ସମ୍ପର୍କୀୟଙ୍କ ଘରେ ରହି ପାଠପଢୁଥିଲେ। ଏହି ସମୟରେ ରିଚାଙ୍କ ସହିତ ତାଙ୍କର ସାକ୍ଷାତ୍‌ ହୋଇଥିଲା। ପରେ କଥାବାର୍ତ୍ତା। ଏହାପରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିବା ଜ୍ଞାନେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟଙ୍କୁ କଂଗ୍ରେସର ସମର୍ଥନ, ଆମେ ଅଛୁ ସାଥିରେ, କହିଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୧।୮ : ପାତ୍ରା ଚୋଲ ଜମି ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଗିରଫ କରିଛି। ସୋମବାର ତାଙ୍କୁ ପିଏମଏଲଏ ସ୍ବତନ୍ତ୍ର...

ପ୍ରଚାର ବେଳେ ପ୍ରିୟଙ୍କାଙ୍କ କାର୍‌କୁ ଘେରିଲେ ଭାଜପା କର୍ମୀ

ନୂଆଦିଲ୍ଲୀ,୬।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ୪ ଦିନ ବାକି ଥିବା ବେଳେ ଶାସକ ଭାଜପା ସହ ବିରୋଧୀ ସମାଜବାଦୀ ପାର୍ଟି ଓ କଂଗ୍ରେସ ପକ୍ଷରୁ ଜୋରଦାର...

ନିଷିଦ୍ଧ ସଙ୍ଗଠନରେ ଯୋଗଦେବାକୁ ଯାଉଛନ୍ତି ନିଖୋଜ ୫ ମହିଳା

ଗୁଆହାଟୀ, ୧୩ା୧୧: ଗତ ସପ୍ତାହଠାରୁ ଘରୁ ନିଖୋଜ ଥିବା ଆସାମର ତିନସୁକିଆ, ଧେମାଜି ଏବଂ ଲଖିମପୁର ଜିଲାର ୫ ମହିଳା ନିଷିଦ୍ଧ ସଙ୍ଗଠନ ୟୁନାଇଟେଡ ଲିବରେଶନ...

ମନ୍ଦିର କାହାର ବ୍ୟକ୍ତିଗତ ସମ୍ପତ୍ତି ନୁହେଁ : ଷ୍ଟାଲିନ…

ଚେନ୍ନାଇ,୪।୧୨ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ରବିବାର କହିଛନ୍ତି ଯେ ମନ୍ଦିରଗୁଡ଼ିକ ଜନସାଧାରଣଙ୍କ ପାଇଁ ଏବଂ ଏହା କାହାର ବ୍ୟକ୍ତିଗତ ସମ୍ପତ୍ତି ନୁହେଁ। ତିରୁଭନମିୟୁରସ୍ଥିତ...

ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ଅସୁସ୍ଥ. ଆରଏମଏଲ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୯ ।୬: ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଅସୁବିଧା ବଢିବାରେ ଲାଗିଛି । ମନି ଲଣ୍ଡରିଂ ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ସତ୍ୟେନ୍ଦ୍ର...

ବୋହୂଙ୍କୁ ଶାଶୁ କହିଲେ ମାସକୁ ୧୦ ହଜାର ଟଙ୍କା ନ ଦେଲେ ଘରେ ରଖିବିନି

ଭୋପାଳ,୧୫।୩: ଗ୍ବାଲିଅର ହଜାରୀ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ କର୍ମଜୀବୀ ମହିଳା ତାଙ୍କ ଶାଶୁ, ଶ୍ୱଶୁର ଏବଂ ଜେଠାଶୁରଙ୍କ ନାମରେ...

ନୂଆ କମିଟି ଗଠନ କରିବା ସମାଧାନ ନୁହେଁ: କୃଷକ ନେତା

ନୂଆଦିଲ୍ଲୀ, ୧୬।୧୨ : ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନର ସମ୍ପର୍କିତ ଏକ ଆବେଦନର ଶୁଣାଣି କରି ବୁଧବାର ମାନ୍ୟବର ସୁପ୍ରିମକୋର୍ଟ ଏକ ପ୍ୟାନେଲ ଗଠନ...

ପାର୍ଥ ଚାଟାର୍ଜୀ, ଅର୍ପିତା ମୁଖାର୍ଜୀଙ୍କୁ ମିଳୁନି ଆଶ୍ୱସ୍ତି, ୩୧ ଅଗଷ୍ଟ ପର୍ଯ୍ୟନ୍ତ ରହିବେ ନ୍ୟାୟିକ ହେପାଜତରେ

କୋଲକାତା,୧୮ ।୮: ପଶ୍ଚିମବଙ୍ଗରେ ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାର ଯାଞ୍ଚ ଏବେବି ଜାରି ରହିଛି । ଏହି ମାମଲାରେ ଫସିଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ...

Advertisement
Archives

Model This Week