ବାଇକ୍‌ ଦୁର୍ଘଟଣା: ୨ ଶିଶୁ ଗୁରୁତର

ସୋରଡ଼ା,୧୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ବୁଲାଣି ଜଙ୍ଗଲ ରାସ୍ତା ପିପଳପଙ୍କ ନିକଟରେ ମଧ୍ୟାହ୍ନରେ ବାଇକ ଦୁର୍ଘଟଣା ଘଟଛି। ଏଥିରେ ଗୋଟିଏ ପରିବାରର ୨ ଶିଶୁ ଗୁରୁତର ହୋଇଥିବା ଜଣାପଡ଼ିଛି। ସେମାନେ ଗଜଲବାଡିର ରାଜୀବ ନାୟକ ସ୍ତ୍ରୀ ଓ ଦୁଇ ଶିଶୁ ସହ ବାଇକ୍‌ ଯୋଗେ ଗ୍ରାମକୁ ଫେରୁଥିବା ବେଳେ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା। ସୋରଡା ପୋଲିସ ଏସଆଇ ଆର୍ତ୍ତତ୍ରାଣ ଦାନି ସମେତ ପାଟ୍ରୋଲିଂ ଗାଡି ଉକ୍ତ ରାସ୍ତା ଦେଇ ଗାଜଲବାଡ଼ି ଯାଉଥିଲା। ରାସ୍ତା ପାର୍ଶ୍ୱରେ ଗୁରୁତର ଅବସ୍ଥାରେ ୨ ଶିଶୁ ରକ୍ତାକ୍ତ ଅବସ୍ଥାରେ ପଡିଥିବା ବେଳେ ମା’ ବାପା ପାଖରେ ବସି କାନ୍ଦୁଥିଲେ। ଏସ୍‌ଆଇ ସମସ୍ତଙ୍କୁ ସୋରଡା ଡାକ୍ତରଥଖାନାରେ ପହଞ୍ଚାଇ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?