ବାଇକ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା : ୨ ଗୁରୁତର

ଦିଗପହଣ୍ଡି,୩।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟ ରାସ୍ତାରେ ଥିବା ପଦ୍ମନାଭପୁର ବନ୍ଧ ନିକଟରେ ଗୁରୁବାର ବାଇକ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସେମାନେ ହେଲେ ପେଣ୍ଡୁରାବାଡି ଗ୍ରାମର ଅଞ୍ଚଳ ପଣ୍ଡା ଏବଂ ମଧୁବନ ସ୍କୁଲ୍‌ ଶିକ୍ଷକ ସନ୍ତୋଷ କୁମାର ଗୌଡ। ଘଟଣାସ୍ଥଳରୁ ଗୁରୁତର ଦୁହଁିଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା କରିବା ପରେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିବା ଜଣାପଡିଛି।
ସୁଚନାଯୋଗ୍ୟ, ଶିକ୍ଷକ ସନ୍ତୋଷ କୁମାର ଗୌଡ ସକାଳେ ବାଇକ୍‌ ଯୋଗେ ଦିଗପହଣ୍ଡି ମଧୁବନ ସ୍କୁଲ୍‌କୁ ଯାଉଥିବା ବେଳେ ପଦ୍ମନାଭପୁର ପୋଖରୀ ନିକଟରେ ବିପରୀତ ଦିଗରୁ ଆସୁଥିବା ଅଞ୍ଚଳ ପଣ୍ଡା ଭାରସାମ୍ୟ ହରାଇ ବାଇକ୍‌କୁ ଧକ୍କା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri