Advertisement

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ

ଆନନ୍ଦପୁର,୧୭।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୫୩ ନଂ ରାଜ୍ୟ ରାଜପଥ ଆନନ୍ଦପୁର ଥାନା ଅଧୀନ ଶାଳବଣି ଛକ ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତଙ୍କ ପରିଚୟ ମିଳିପାରି ନ ଥିବାବେଳେ ଗୁରୁତର ଆହତ ସ୍ଥାନୀୟ ଜଙ୍ଘାର ଗ୍ରାମର ଶମ୍ଭୁନାଥ ଘଡେଇ ବୋଲି ସୂଚନା ମିଳିଛି। ଖବରପାଇ ଆନନ୍ଦପୁର ପୋଲିସ ଘଟଣାସ୍ଥଳରୁ ଦୁଇ ଗୋଟି ବାଇକ୍‌ ଜବତ କରିଥିବାବେଳେ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଉଳମାଳା ପଥର ବୋଝେଇ ଟ୍ରକ୍‌ ଜବତ ଏସ୍‌କର୍ଟରେ ଯାଉଥିବା ଯୁବକଙ୍କ ସମେତ ୫ ଜେଲ ଗଲେ

ରଣପୁର,୨୪ା୯(ସ୍ବ.ପ୍ର.): ପଡୋଶୀ ଗଞ୍ଜାମ ଜିଲାକୁ ଚୋରାରେ ଚାଲାଣ ହେଉଥିବା ବଉଳମାଳା ପଥର ବୋଝେଇ ୪୦୭ ଟ୍ରକ୍‌କୁ ରଣପୁର ପୋଲିସ ଜବତ କରିଛି। ଏହି ଘଟଣାରେ ଏସ୍‌କର୍ଟରେ...

ଦୀଘା ବେଳାଭୂମି ସିଲ୍‌

ଭୋଗରାଇ,୪ ।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ସୌନ୍ଦର୍ଯ୍ୟମୟୀ ଦୀଘା ବେଳାଭୂମିକୁ ସେଠାକାର ସରକାର କୋଭିଡ୍‌ ନିର୍ଦ୍ଦେଶିକା ମାନି ପ୍ରଶାସନ ସୋମବାରଠାରୁ ୧୫ତାରିଖ ପର୍ଯ୍ୟନ୍ତ...

ଅଧାରେ ରହିଛି ପୋଲ କାମ, ଭରସା ଦେଶୀ ଡଙ୍ଗା

ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ହରିପୁର ପଞ୍ଚାୟତରୁ ଗୋପାଳପୁର ବେଳାଭୂମିକୁ ସଂଯୋଗ ପାଇଁ ଚାଲିଥିବା ପୋଲ କାମ ଦୁଇବର୍ଷ ହେଲାଣି ଶେଷ ହୋଇନାହିଁ।...

ଦିବ୍ୟାଙ୍ଗ ଶିଶୁ ଖୋଜୁଛି ସହାୟତାର ହାତ

ଖପ୍ରାଖୋଲ, ୩୦ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ଗାଁର ଗୋକୁଳ ନାୟକ ଓ ଭାରତୀଙ୍କ ୪ବର୍ଷର ଝିଅ ଅର୍ଚ୍ଚନା। ଜନ୍ମର କେଇଟା ଦିନ...

ତେଜିଲା ଆନ୍ଦୋଳନ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାନ ଗଦାକଲେ ଚାଷୀ

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହିଯାଇଛି। ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ...

କେବେ ସରିବ ଏହି ରାସ୍ତା ନିର୍ମାଣ, ବଢୁଛି ଅସନ୍ତୋଷ

ଗଞ୍ଜାମ,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୯ ନଂ ଓ୍ବାର୍ଡର ବରପଲି ଗ୍ରାମର ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଘୋର...

ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭାଜପା (ଭୂୟାଁ ଓ ଜୁଆଙ୍ଗ ପିଢ଼) ରେଞ୍ଚ ଫୁଲଝର ପଞ୍ଚାୟତ ଶଙ୍କରୀ ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ...

କୁଲଡ଼ିହାରୁ ହାତୀର ମୃତଦେହ ଉଦ୍ଧାର: ହତ୍ୟା ପରେ ଦାନ୍ତ କାଟି ନିଆଯାଇଥିବା ସନ୍ଦେହ

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟର ଭାଲୁବସା ନିକଟରେ ବୁଧବାର ପୂର୍ବାହ୍ନରେ ଦନ୍ତାହାତୀର ମୃତଦେହ ପଡିଥିବା ଦେଖି ବନ କର୍ମଚାରୀମାନେ ଉଦ୍ଧାର...

Advertisement
Archives

Model This Week