ବେଙ୍ଗାଲୁରୁରୁ ଘରକୁ ଫେରୁଥିଲେ ଧର୍ମେନ୍ଦ୍ର, ବାଟରେ ଛକିଥିଲା ଯମ:ଆଉ ତା’ପରେ..

ଛତ୍ରପୁର, ୨।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ କଲେଜ ଛକ ନିକଟରେ ବାଇକ ଚାଳକ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ହୋଇତତ୍ବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଞ୍ଚଳର ଧର୍ମେନ୍ଦ୍ର କର। ଆହତ ଜଣକ ହେଲେ ସନ୍ଦୀପ ଦାସ। ଏହି ଦୁଇ ଜଣ ଏକ ବାଇକ ଯୋଗେ ବେଙ୍ଗାଲୁରୁରୁ ନିଜ ଘରକୁ ଫେରୁଥିବାବେଳେ ଛତ୍ରପୁର ଜାତୀୟ ରାଜପଥ କଲେଜ ଛକ ନିକଟରେ ଏକ ଡିଭାଇଡରକୁ ପିଟି ଦେଇଥିଲେ। ତୁରନ୍ତ ସ୍ଥାନୀୟ ଲୋକ ଉଦ୍ଧାର କରି ଛତ୍ରପୁର ମେଡିକାଲକୁ ଆଣିଥିଲେ। ସେଠାରେ ଧର୍ମେନ୍ଦ୍ରଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଛତ୍ରପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri