ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ଯୁବକଙ୍କ ଜୀବନ

ଭଞ୍ଜନଗର, ୪।୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ବୁଦୁଲି ନିକଟରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟା ସମୟରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୁଜାଗଡ଼ର ଭଞ୍ଜ ସେଠୀ (୩୫)।

ଭଞ୍ଜ ଅପରାହ୍ନରେ ନିଜ ବାଇକ ଯୋଗେ ଗ୍ରାମରୁ ଭଞ୍ଜନଗର ଅଭିମୁଖେ ଆସୁଥିଲେ। ଏହି ସମୟରେ ବୁଦୁଲି ନିକଟରେ ତାଙ୍କ ବାଇକଟି ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ନେଇ ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ତଦନ୍ତ ଆରମ୍ଭ କରିଛି। ଏଥିସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri