ବାଇକ୍‌-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଟିକିରି,୧୧ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଗୋରଖପୁର ଗ୍ରାମ ନିକଟସ୍ଥ ବୁଲାଣି ନିକଟରେ ଶନିବାର ଏକ ଯାତ୍ରୀବାହୀ ଅଟୋ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି କାଶୀପୁର ଥାନା ଅନ୍ତର୍ଗତ ସିରିପାଇ ପଞ୍ଚାୟତ ବଲାଙ୍ଗୀର ଗ୍ରାମର ଯୋଗୀ ମାଝି। ଗୁରୁତରଙ୍କ ମଧ୍ୟରେ ଉକ୍ତ ଗ୍ରାମର ଗୋପବନ୍ଧୁ ମାଝି ଏବଂ ଅଟୋ ଡ୍ରାଇଭର ସରଗିପଦର ଗ୍ରାମର ସୁନ୍ଦରଲାଲ ନାଏକ।

ସୂଚନାନୁଯାୟୀ, ଗୋଟିଏ ବାଇକ୍‌ରେ ୩ ଜଣ ଫେରୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋ ସହ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଷାପଡ଼ାସ୍ଥିତ ଉତ୍କଳ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମଧ୍ୟରୁ ଯୋଗୀ ମାଝିଙ୍କୁ ଡାକ୍ତର ମୃତ ଘୋଷାଣା କରିଛନ୍ତି। ଗୁରୁତର ଦ୍ୱୟଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri