ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପଦ୍ମପୁର,୧୮ା୯(ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁରରୁ ଗାଇସିଲେଟ ଯିବା ରାସ୍ତାର ବୁଡ଼ାମାଳ ଛକଠାରେ ସୋମବାର ଏମ ବାଇକ୍‌ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୁଡ଼ାମାଳ ଗ୍ରାମର ଟଙ୍କଧର ରଣା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ଦୁର୍ଘଟଣାରେ ବାଇକ୍‌ ଚାଳକ ମିଥୁନ ରଣା ଗୁରୁତର ହୋଇଛନ୍ତି। ସୂଚନା ଯୋଗ୍ୟ, କାମ ସାରି ଟଙ୍କଧର ଓ ମିଥୁନ ଏକ ବାଇକ୍‌ ଯୋଗ ପଦ୍ମପୁରରୁ ଗ୍ରାମକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତିରେ ଆସୁଥିବା ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁହେଁ ରାସ୍ତାରେ ଛିଟିକି ପଡ଼ିଥିଲେ। ଗ୍ରାମବାସୀ ସେମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ହେଲେ ବାଟରେ ଟଙ୍କଧରଙ୍କ ମୃତ୍ୟୁ ଘଟିଥିଲା। ମିଥୁନ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟରେ ବିନା ମାସ୍କରେ ବୁଲୁଝନ୍ତି ଲୋକେ: ଯାଞ୍ଚ ବେଳେ ଗଣୁଛନ୍ତି ତଣ୍ଡ

କୋରୁକୋଣ୍ଡା୨୨।୬(ଡି.ଏନ୍‌.ଏ): ଦେଶରେ ଅନଲକ୍‌ ୧ ଚାଲୁଥିବା ବେଳେ ସାମାଜିକ ଦୂରତ୍ୱ ବଜାଇରଖିବା ଓ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ସୋମବାର ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ,...

ରାସ୍ତାରେ ବାଡ଼, ଫେରିଗଲା ଆମ୍ବୁଲାନ୍ସ

ବାମରା, ୧୮।୪ (ଡି.ଏନ.ଏ)- ସୁନ୍ଦରଗଡରେ ୨ଜଣ କରୋନା ପୋଜିଟିଭ ଚିହ୍ନଟ ହେବା ପରଠାରୁ ସୁନ୍ଦରଗଡ ଜିଲାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍‌ କରାଯାଇଛି ।...

ଏସିଡ୍‌ ଆକ୍ରମଣ ଉପରେ ଆଇନ୍‌ ସଚେତନତା ଶିବିର

ଭବାନୀପାଟଣା,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଆଇନ ଶେବା ପ୍ରାଧିକ୍ରରଣ ଆନୁକୂଲ୍ୟରେ ଗୁରୁବାର ଅପରାହ୍ନରେ ଭବାନୀପାଟଣାଠାରେ ଏସିଡ୍‌ ପୀଡିତାଙ୍କ ପାଇଁ ଉପଲବ୍ଧ ଥିବା ବିଭିନ୍ନ ଆଇନ ସମ୍ପର୍କରେ ଏକ ଆଇନ...

ଛାତ୍ରୀ ଅପହରଣ, ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୦ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ...

ପୁରୁଣା ଗାଡ଼ି ପ୍ରେମ

ଢେଙ୍କାନାଳ ଅଫିସ, ୨୩।୩ ଯୁଗ ବଦଳିଲାଣି। ପରିବର୍ତ୍ତିତ ସମୟରେ ନିଜକୁ ବଦଳାଉଛନ୍ତି ଯୁବପିଢ଼ି। ହେୟାର ଷ୍ଟାଇଲ୍‌ଠାରୁ ଆରମ୍ଭ କରି ଜୋତା, ଦାମୀ କମ୍ପାନୀର ମୋବାଇଲ ସହିତ...

ଚାଷୀ ନ ଥାଇ ଧାନ କିଣା

ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...

ନିଆଁରେ ଜଳିଗଲେ ଯୁକ୍ତ ୨ କଲେଜ ଛାତ୍ରୀ

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଖପ୍ରାମାଲ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଯୁକ୍ତ ୨ରେ ପଢୁଥିବା ଝିଅ...

ଜି.ଉଦୟଗିରିରେ ସ୍ନାନପୂର୍ଣ୍ଣିମା: ହାତୀବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି, ୧୭।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଜଗନ୍ନାଥ ମନ୍ଦିରଠାରେ ସୋମବାର ଠାକୁରଙ୍କ ସ୍ନାନପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେଉଛି। ସକାଳ ଧୂପ ପରେ ଠାକୁରଙ୍କୁ ପହଣ୍ଡି କରାଯାଇ...

Advertisement
Archives

Model This Week