ବିଧାୟକଙ୍କ ଗାଡ଼ି ସହ ବାଇକ୍‌ ଧକ୍କା: ୨ ଗୁରୁତର

ଉଦଳା,୨୩ା୧୧: ମୟୂରଭଞ୍ଜ ଜିଲା ଉଦଳା ନିକଟରେ ସାରସକଣା ବିଧାୟକଙ୍କ ଗାଡ଼ି ସହ ଏକ ବାଇକ୍‌ର ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ବାରିପଦା ରାଜ୍ୟ ରାଜପଥର ବାସିପିଠା ତେରମାଇଲ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ବାଇକ୍‌ ସହ ଧକ୍କା ହେବା ପରେ ବିଧାୟକଙ୍କ ଗାଡ଼ି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇ ଅଟକି ଯାଇଥିଲା। ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଦୁଇ ବାଇକ୍‌ ଆରୋହୀଙ୍କୁ ତୁରନ୍ତ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି।

ତେବେ ଗାଡ଼ିରେ ଥିବା ବିଧାୟକ ଏବଂ ତାଙ୍କ ଡ୍ରାଇଭର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା ମିଳିଛି। ବାଇକ୍‌ ଆରୋହୀ ‘ରଙ୍ଗ ରୁଟ୍‌’ରେ ଆସିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା

ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri