ବିଧାୟକଙ୍କ ଗାଡ଼ି ସହ ବାଇକ୍‌ ଧକ୍କା: ୨ ଗୁରୁତର

ଉଦଳା,୨୩ା୧୧: ମୟୂରଭଞ୍ଜ ଜିଲା ଉଦଳା ନିକଟରେ ସାରସକଣା ବିଧାୟକଙ୍କ ଗାଡ଼ି ସହ ଏକ ବାଇକ୍‌ର ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ବାରିପଦା ରାଜ୍ୟ ରାଜପଥର ବାସିପିଠା ତେରମାଇଲ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ବାଇକ୍‌ ସହ ଧକ୍କା ହେବା ପରେ ବିଧାୟକଙ୍କ ଗାଡ଼ି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇ ଅଟକି ଯାଇଥିଲା। ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଦୁଇ ବାଇକ୍‌ ଆରୋହୀଙ୍କୁ ତୁରନ୍ତ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି।

ତେବେ ଗାଡ଼ିରେ ଥିବା ବିଧାୟକ ଏବଂ ତାଙ୍କ ଡ୍ରାଇଭର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା ମିଳିଛି। ବାଇକ୍‌ ଆରୋହୀ ‘ରଙ୍ଗ ରୁଟ୍‌’ରେ ଆସିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?