ଓଭରବ୍ରିଜ ତଳକୁ ଖସିପଡିଲା ବାଇକ୍‌, ଇଂଞ୍ଜିନିୟର ମୃତ

କେନ୍ଦୁଝର,୨୦।୪(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ଧୃପଦା ଓଭର ବ୍ରିଜ ଉପରେ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବ୍ରିଜ ତଳକୁ ଖସି ପଡିଛି। ଫଳରେ ଜଣେ ଇଂଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜଗସିଂହପୁର ଜିଲା କାକଟପୁର ଥାନା ଅଞ୍ଚଳର ଅରୁଣ କୁମାର ମିଶ୍ରଙ୍କ ପୁଅ ସନ୍ତୋଷ କୁମାର ମିଶ୍ର।

ସୁଚନାଅନୁସାରେ,ସନ୍ତୋଷ ପଳାସପଙ୍ଗାସ୍ଥିତ ଓଡିଶା ସ୍ପଞ୍ଜ କାରଖାନାରେ ଇଂଞ୍ଜିନିୟର ଭାବେ କାର୍ଯ୍ୟରତ ଥିଲେ। ସେ ବୁଧବାର ରାତିରେ କେନ୍ଦୁଝର ଅଭିମୁଖେ ବାଇକ୍‌ରେ ଦ୍ରୁତଗତିରେ ଆସୁଥିବାବେଳେ ବାଇକ୍‌ ନିୟନ୍ତ୍ରଣ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇ ଓଭରବ୍ରିଜ ତଳକୁ ଖସିପଡି ଥଲା। ଫଳରେ ଘଟଣାସ୍ଥଳରେ ସନ୍ତୋଷଙ୍କ ମୃତ୍ୟୁ ଘଟିଛି। ଟାଉନ ପୋଲସି ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ସହ ମୃତଦେହକୁ ଜବତ କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ସେଠାରେ ଡାକ୍ତର ସନ୍ତୋଷଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri