ବସ୍‌ ଚକାତଳେ ପଶିଗଲା ବାଇକ୍‌, ଆଉ ତା’ ପରେ…

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ନରେନ୍ଦ୍ରପୁର ନିକଟରେ ଥିବା ନୟାରା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଏକ ମିନି ବସ୍‌ ବାଇକ୍‌କୁ ସମ୍ମୁଖ ପଟୁ ଧକ୍କା ଦେବା ଫଳରେ ବାଇକ୍‌ଆରୋହୀ ଜଣକ ଗୁରୁତର ହୋଇଛନ୍ତି। ଶନିବାର ପୂର୍ବାହ୍ନ ସାଢ଼େ ୧୦ ଘଣ୍ଟା ସମୟରେ ଏଭଳି ଏକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନା ମୁତାବକ ବ୍ରହ୍ମପୁରରୁ ପୁରୁଷୋତ୍ତମପୁର ଅଭିମୁଖେ ଯାଉଥିବା ବାବା ବିଘ୍ନରାଜ ନାମକ ଏକ ଘରୋଇ ମିନି ବସ୍‌ ORO7 R 0021 ନମ୍ବର ବିଶିଷ୍ଟ ମୋଟରସାଇକେଲକୁ ଧକ୍କା ଦେଇଥିଲା। OR07 AA 70 91 ନମ୍ବର ବିଶିଷ୍ଟ ବାବା ବିଘ୍ନରାଜ ନାମକ ମିନି ବସ୍‌ ଡ୍ରାଇଭର ମଦ୍ୟପାନ କରି ଗାଡି ଚଲାଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ଗୁରୁତର ବ୍ୟକ୍ତିଙ୍କୁ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଛି। ଗୁରୁତର ବାଇକ୍‌ଚାଳକ ଜଣକ ଲାଞ୍ଜିପଲୀ ଅଞ୍ଚଳର ବୋଲି ସୂଚନା ମିଳିଛି। ସ୍ଥାନୀୟ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?