ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା ବାଇକ୍‌: ଚାଲିଗଲା ଦୁଇ ଜୀବନ

ଚମ୍ପୁଆ,୨୧।୧୦: କେନ୍ଦୁଝର ଜିଲା ୫୨୦ ନମ୍ବର ଜାତୀୟ ରାଜପଥ ମରସୁଆଁ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨ଜଣ ବାଇକ୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ ୨ଜଣ ବାଇକ୍‌ ଆରୋହୀଙ୍କ ପରିଚୟ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla –…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri