ଇଲେକ୍ଟ୍ରିଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ବାଲିଗୁଡ଼ା,୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ପଞ୍ଚାୟତର ଡାବୁଲକିଆ ଗ୍ରାମରୁ ଗୁରୁବାର ମଧ୍ୟାହ୍ନରେ ଏକ ବାଇକ୍‌ରେ ତିନି ଜଣ ଯୁବକ ବାଟାଗୁଡ଼ା ଗ୍ରାମକୁ ଘରୋଇ ସାମଗ୍ରୀ କିଣିବାକୁ ଆସିବା ବେଳେ ଗୋପାଳପୁର-ରାୟପୁର ୫୯ ନଂ. ଜାତୀୟ ରାଜପଥ ବାଟାଗୁଡ଼ା ପୂର୍ବରୁ ଏକ ବୁଲାଣିରେ ଭାରସାମ୍ୟ ହରାଇ ଗୋଟିଏ ଇଲେକ୍ଟ୍ରି ଖୁଣ୍ଟରେ ବାଡ଼େଇ ହୋଇ ବାଇକ୍‌ ଚାଳକ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ମୃତ ଯୁବକ ଜଣକ ଡାବୁଲକିଆ ଗ୍ରାମର ତ୍ରିନାଥ ମଲିକ (୧୯) ହୋଇଥିବା ବେଳେ ଦୁଇ ଯୁବକଙ୍କ ନାମ ବାପି ମଲିକ ଓ ସାମନ୍ତ ମଲିକ ବୋଲି ଜଣାପଡ଼ିଛି। ନିକଟରେ ଥିବା ଗ୍ରାମବାସୀ ସଙ୍ଗେ ସଙ୍ଗେ ବାଲିଗୁଡ଼ା ପୋଲିସକୁ ଜଣାଇବା ପରେ ବାଲିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଦୁଇ ଜଣକୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରି ତଦନ୍ତ ଅବ୍ୟାହତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri