Accident: ହାଇୱା ପଛରେ ପିଟିହେଲା ବାଇକ୍‌: ଚାଲିଗଲା ଦୁଇ ଜୀବନ

ଆନନ୍ଦପୁର,୩୦।୧: କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ସଇଲଙ୍ଗ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ହାଇୱା ପଛରେ ଏକ ବାଇକ୍‌ ପିଟିହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ଆନନ୍ଦପୁର ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ୩ଜଣ ଯୁବକ ଏକ ବାଇକ୍‌ ଯୋଗେ ଯାଉଥିଲେ। ହେଲେ ୨୦ ନମ୍ବର ଜାତୀୟ ରାଜପଥ ସଇଲଙ୍ଗ ନିକଟରେ ବାଇକ୍‌ଟି ଭାରସାମ୍ୟ ହରାଇ ହାଇୱା ପଛପଟେ ପିଟି ହୋଇଯାଇଥିଲା। ଫଳରେ ବାଇକ୍‌ରେ ଥିବା ୩ଜଣ ଯୁବକଙ୍କ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହ ପୋଲିସ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ଦୁଇଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ ଏକ୍‌ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri