ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରେ ବସିଥିବା ଅନ୍ୟ ଦୁଇ ଆରୋହୀ ଆହତ ହୋଇଥିବାର ଜଣାପଡ଼ିଛି।

ଘଟଣାରୁ ପ୍ରକାଶ ଯେ, ଆଜି ଅପରାହ୍ନ ସମୟରେ ପାରଳାଖେମୁଣ୍ଡି ସହରର ସଞ୍ଜୟ ଗାନ୍ଧୀ କଲୋନୀର ପି ଭେଙ୍କଟ ରାବଣା (୪୦) ନାମକ ଜଣେ ଟ୍ରକ ଚାଳକ ଟ୍ରକଟିକୁ କତଳକଇଠା ଗ୍ରାମରେ ଥିବା ମାଲିକଙ୍କ ନିକଟରେ ରଖି ବାଇକ ଯୋଗେ ଦୁଇଜଣଙ୍କୁ ବସାଇ ପାରଳାଖେମୁଣ୍ଡି ଫେରୁଥିଲେ। ହେଲେ କତଳକଇଠା ଗ୍ରାମ ଅତିକ୍ରମ କରିବା ପରେ ଏକ ବୁଲାଣିଆ ସ୍ଥସାନରେ ବିପରୀତ ଦିଗରୁ ଆସୁଥିବା ଟ୍ରକକୁ ସାଇଡ୍‌ ଦେବାକୁ ଯାଇ ଭାରସାମ୍ୟ ହରାଇ ରାସ୍ତାପାଶର୍‌ବରେ ଥିବା ଏକ ଗଛ ସହ ଧକ୍କା ହୋଇଥିଲା। ଫଳରେ ଭେଙ୍କଟ ରାବଣା ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ତେବେ ବାଇକ୍‌ରେ ବସିଥିବା ଅନ୍ୟ ଦୁଇ ଜଣ ଆହତ ହୋଇଥିବାର ଜଣାପଡ଼ିଛି। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ଦାରିଙ୍ଗବାଡ଼ିରେ କାଳବୈଶାଖୀର ତାଣ୍ଡବ: ଉଡ଼ିଗଲା ଏକାଧିକ ଘରର ଆଜବେଷ୍ଟସ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ…

ଦାରିଙ୍ଗବାଡ଼ି, ୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡ଼ି ଗ୍ରାମରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି।…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

କାଜୁ ବାଡ଼ରେ ନିଆଁ ଲିଭାଇବା ହେଲା କାଳ, ଝାସରେ ଗୁରୁତର ହେଲେ ସ୍ବାମୀସ୍ତ୍ରୀ

ମୋହନା, ୧୪।୩ (ମନ୍ମଥ ମିଶ୍ର): ଗଜପତି ଜଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଜୁ ବାଡ଼ରେ ଲାଗିଥିବା ନିଆଁକୁ ଲିଭାଇବାକୁ ଯାଇ ଜଣେ ସ୍ବାମୀ…

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri