Advertisement

ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେଲା ବାଇକ୍‌

ଖଲ୍ଲିକୋଟ,୧୫ା୧(ଡି.ଏନ.ଏ.): ଖଲ୍ଲିକୋଟ ଥାନା ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ରବିବାର ଏକ ବାଇକ୍‌ ଯୋଗେ ୨ ଜଣ ଯୁବକ ଖଲ୍ଲିକୋଟରୁ କେଶପୁର ଯାଉଥିଲେ। ଖଲ୍ଲିକୋଟ ଥାନା ନିକଟରେ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇଯାଇଥିଲା। ଫଳରେ ୨ ଯୁବକ ତଳେ ପଡ଼ି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ଆହତ ଦ୍ୱୟଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲା। ସେଠାରେ ବାଇକ୍‌ ଆରୋହୀ ପିଣ୍ଟୁ ଦାସ(୨୪)ଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୋପା ଦାସ(୨୨) ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମଦେବୀଙ୍କ ପାଇଁ ବାଦୁଡ଼ି ସୁରକ୍ଷା

କେନ୍ଦୁଝର, ୨୫ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଣପାହାଡରେ ଏକଦା ବହୁ ଜାତିପ୍ରଜାତିର ପକ୍ଷୀ ଦେଖିବାକୁ ମିଳୁଥିଲେ ା ଜଙ୍ଗଲ କ୍ଷୟ, ପ୍ରଦୂଷଣ ଓ ଶିକାର ଯୋଗୁ ବହୁ ପକ୍ଷୀଙ୍କୁ...

ସିର୍ଜାପାଲି ସମିତି ସଭ୍ୟ ଉପନିର୍ବାଚନ: ଚୌଧୁରୀ ଭୁଏ ବିଜୟୀ

କେସିଙ୍ଗା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ପଞ୍ଚାୟତରେ ହୋଇଥିବା ସମିତି ସଭ୍ୟ ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଆଜି ସକାଳେ ଭୋଟ ଗଣତି...

ସହରର ହେବ ସୌନ୍ଦର୍ଯ୍ୟକରଣ

ଅନୁଗୋଳ ଅଫିସ, ୨୫।୧୧ – ଅନୁଗୋଳ ଜିଲାରେ ବ୍ୟାପକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ସେଲ୍‌ଫି ପଏଣ୍ଟଠାରୁ ଅତ୍ୟାଧୁନିକ ପାର୍କ, ଫୁଡ୍‌ କୋର୍ଟ ଆଦି ନିର୍ମାଣ ହେବ।...

କୋଇଲା ଟ୍ରକ୍‌ ଦଖଲରେ ବିଜୁ ଏକ୍ସପ୍ରେସ ୱେ

ସମ୍ବଲପୁର/ରେଙ୍ଗାଲି,୨୮ା୯(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେ ମଙ୍ଗଳବାର ପ୍ରାୟ ୪ ଘଣ୍ଟା ଧରି ଜାମ ରହିଥିଲା। ତଲାବିରା କୋଇଲା ଖଣିରୁ ପରିବହନ ହେଉଥିବା କୋଇଲା ଟ୍ରକ୍‌ଗୁଡିକ...

ନର୍ସିଂ ଛାତ୍ରୀ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୮ ଅଭିଯୁକ୍ତ ଗିରଫ, ଆଜି ହେବେ କୋର୍ଟ ଚାଲାଣ; ଜଣେ ନାବାଳକ ବି ସମ୍ପୃକ୍ତ

ଜୁନାଗଡ,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲରେ ଗଣବଳାକତ୍ାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୮ଜଣଙ୍କୁ...

ଜାଲ ବୁଣି ସମୟ କାଟୁଛନ୍ତି ସମାରୁ

ସମ୍ବଲପୁର,୨୨ା୪(ବ୍ୟୁରୋ)-ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଏପ୍ରିଲ ୨୦ରୁ କଟକଣା କିଛିମାତ୍ରାରେ କୋହଳ କରାଯାଇଛି । ଲକ୍‌ଡାଉନର ସୁଯୋଗ ନେଇ...

ପୂର୍ବତନ ସରପଞ୍ଚ ହତ୍ୟା ମାମଲା: ୫ ଗିରଫ

ବ୍ରହ୍ମପୁର ଅଫିସ,୧୪ା୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ମାମଲାରେ ବ୍ରହ୍ମପୁର ବଡ଼ବଜାର ପୋଲିସ ୫ ଅଭିଯୁକ୍ତଙ୍କୁ...

ଆଖିକୁ ବାଲି ଫିଙ୍ଗିଲେ, ଖୁରରେ କାଟିଲେ

ପରଜଙ୍ଗ, ୨୩।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ଆତଙ୍କ ଥମିବାର ନଁା ଧରୁନାହିଁ। ବ୍ୟସ୍ତବହୁଳ ସଡ଼କରେ ମାରଣାସ୍ତ୍ରଧାରୀ ଅପରାଧୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ...

Advertisement
Archives

Model This Week