ଡିଭାଇଡରରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ସମ୍ମୁଖରେ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛ। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବ୍ରହ୍ମପୁର ବ୍ରହ୍ମାନଗରର ସୁମନ ଦାସ ଓ ହିଞ୍ଜିଳି କଞ୍ଚୁଡୁର ଦଣ୍ଡ ପାଳ। ଉଭୟେ ବ୍ରହ୍ମପୁରରୁ ବାହାରି ଗଞ୍ଜାମ ଅଭିମୁଖେ ବାଇକ୍‌ରେ ଯାଉଥିବା ବେଳେ ରାସ୍ତାକଡ଼ରେ ଥିବା ଡିଭାଇଡରରେ ପିଟି ହୋଇ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଛତ୍ରପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ବଜାର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ...

ଅବକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ପାଉଁଶ ହୋଇଗଲା ମୋଟରସାଇକେଲ

କାମାକ୍ଷାନଗର,୨୭।୨: ଭୟାବହ ଅଗ୍ନିକାଣ୍ଡରେ ଜଳିପୋଡ଼ି ପାଉଁଶ ହୋଇଗଲା ପାଞ୍ଚରୁ ଅଧିକ ମୋଟରସାଇକେଲ। ଏଭଳି ଏକ ଦୁର୍ଘଟଣା ଘଟିଛି କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟ ପରିସରରେ। ସୂଚନାଥାଉ କି,...

ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ...

୫୯ନମ୍ବର ଜାତୀୟ ରାଜପଥର ୨୭କିମି ରାସ୍ତା ପ୍ରଶସ୍ତିକରଣ ପାଇଁ ୭୧୮କୋଟି ମଞ୍ଜୁର କଲା କେନ୍ଦ୍ର

ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ୫୯ନମ୍ବର ଜାତୀୟ ରାଜପଥର ୨୬.୯୬କିମି ରାସ୍ତାର ପ୍ରଶସ୍ତିକରଣ ପାଇଁ ୭୧୮.୨୬କୋଟି ଟଙ୍କା ମଞ୍ଜୁର କରିଛନ୍ତି। କନ୍ଧମାଳ ଓ...

ବାପାଙ୍କୁ ହତ୍ୟା କରି ଅଖାରେ ପୋତିଦେଲେ ପୁଅ!

ସମ୍ବଲପୁର,୨୭।୨: ପାରିବାରିକ ବିବାଦରୁ ବାପାଙ୍କୁ ହତ୍ୟା କଲେ ସୈତାନ ପୁଅ। ଏପରି ବୀଭତ୍ସ ହତ୍ୟାକାଣ୍ଡ ସମ୍ବଲପୁର ଜିଲାରେ ଘଟିଛି। ହତ୍ୟା କରି ଫେରାର ହୋଇଛି ପୁଅ।...

ବରଗଡ଼ରେ ପ୍ରବଳ ବର୍ଷା

ବରଗଡ,୨୭।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ସମେତ ଆଖପାଖ ଅଞ୍ଚଳରେ ମଙ୍ଗଳବାର ରାତି ପ୍ରାୟ ୮ଟା ୪୦ ମିନିଟରୁ ପ୍ରବଳ ବର୍ଷା ଲାଗି ରହିଛି । ବର୍ଷା...

ହାଇକୋର୍ଟରେ ନକଲି ଡାକ୍ତର ଚିହ୍ନଟ ମାମଲା: ‘ଜାଲ ଡାକ୍ତର ନିଯୁକ୍ତି ରୋକିବାକୁ କ’ଣ ପଦକ୍ଷେପ ନେଇଛ ଜଣାଅ’

କଟକ,୨୭ା୨ (କାର୍ତ୍ତିକ ସାହୁ) ରାଜ୍ୟରେ ରହିଥିବା ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ଓଡ଼ିଶା ରାଜ୍ୟ ଆଇନ...

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri