Odisha Elections 2024

ବସ୍‌କୁ ଧକ୍କା ଦେଲା ବାଇକ୍‌: ବାପା ମୃତ, ପୁଅ ଗୁରୁତର

ବଡ଼ସାହି,୨୦।୬(ସ୍ବପ୍ର, ଦୀପକ ବୁଗୁଡେଇ): ମୟୂରଭଞ୍ଜ ଜିଲା ବଡ଼ାହି ଥାନା ଅଧୀନ ସାନକେରକ ଛକ ନିକଟରେ ଏକ ବସ୍‌ ବାଇକକୁ ଧକ୍କା ଦେଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ଉଠାଣି ନୂଆ ଗାଁ ଗ୍ରାମର ପଦ୍ମ ଲୋଚନ ଗୋଛାୟତ (୬୨) ଗୁରୁତର ଜଣଙ୍କ ତାଙ୍କ ପୁଅ ତାପସ (୩୦)। ବାପପୁଅ ବ୍ୟବସାୟ ସାରି ବାଇକ୍‌ ଯୋଗେ ଘରକୁ ଫେରୁଥିବା ସମୟରେ ଦୁର୍ଘଟଣାରେ ଶିକାର ହୋଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି। ଏହା ସହ ରାସ୍ତାରୋକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରୋତ୍ସାହନ ଅଭାବରୁ ସଙ୍କଟରେ କୌଳିକ ବୃତ୍ତି

ବାସୁଦେବପୁର,୧୭।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଏକ ଶିଳ୍ପବିହୀନ ଅଞ୍ଚଳ। ଏଠାକାର ଲୋକେ ମୁଖ୍ୟତଃ କୌଳିକ ବୃତ୍ତିକୁ ଆଧାର କରି ଜୀବନ ଜୀବିକା...

ଭୁବନେଶ୍ୱରରୁ ପ୍ରଚାର ଆରମ୍ଭ କରିବେ ହେମାମାଳିନୀ

ଭୁବନେଶ୍ୱର,୧୭।୫(ଅନୁରାଧା ମହାରଣା): ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ମୁହାଁ ହୋଇଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃବୃନ୍ଦ। ଏମ୍‌ପି ହେମାମାଳିନୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,...

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ...

୫ ପ୍ରଶ୍ନ ନେଇ ବିଜେଡିକୁ ଘେରିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର):ଓଡ଼ିଶାରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା, ଚିଟ୍‌ଫଣ୍ଡ ଜମାକାରୀଙ୍କ ଅର୍ଥ ଫେରସ୍ତ, ଓଡ଼ିଶାକୁ ଦାଦନମୁକ୍ତ ରାଜ୍ୟ କରାଇବା, ମାଇନିଂ ସ୍କାମ୍‌ରେ ଦୋଷୀଙ୍କୁ ଦଣ୍ଡିତ...

ବିପଦପୂର୍ଣ୍ଣ ଅବସ୍ଥାରେ ବ୍ଲକ ଜୀବିକା ମିଶନ ଅଫିସ୍‌

ଗୋପ,୧୬।୫(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ବ୍ଲକ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟାଳୟ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। କେତେବେଳେ ଯେ ଅଘଟଣ ଘଟିବ ତାହା କହିହେବନି। ଏପରି...

ବିପଦସଙ୍କୁଳ ଅବସ୍ଥାରେ ଶିଶୁ ଉଦ୍ୟାନ

ସାଲେପୁର,୧୭।୫(ଅରବିନ୍ଦ ଭୂୟାଁ): ସାଲେପୁରର ଏକମାତ୍ର ଶିଶୁ ଉଦ୍ୟାନ ଏବେ ବିପଦସଙ୍କୁଳ ହୋଇପଡ଼ିବା ସହ ଜରାଜୀର୍ଣ୍ଣ ହୋଇଯାଇଛି। ଏହି ଉଦ୍ୟାନ ଭିତରେ ନିୟମିତ ଛୋଟ ପିଲାମାନେ ଖେଳକୁଦ...

ଡିଜିଟାଲ କ୍ୟାମ୍ପେନିଂରେ ବଢୁଛି ଆରୋପ ପ୍ରତ୍ୟାରୋପ

ଭୁବନେଶ୍ୱର,୧୭।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ରାଜ୍ୟବ୍ୟାପୀ କଡ଼ା ଟକ୍କର ଦେଖିବାକୁ ମିଳୁଛି। କେବଳ ନିର୍ବାଚନମଣ୍ଡଳୀ ଭିତରେ କିମ୍ବା ପ୍ରଚାର ମଇଦାନରେ...

ଚିଙ୍ଗୁଡ଼ି ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୫ରୁ ଊଦ୍ଧର୍‌ବ ଗୁରୁତର

ନୀଳଗିରି(ପ୍ରଶାନ୍ତ କୁମାର ବିଶ୍ୱାଳ)/ ରେମୁଣା(ରବୀନ୍ଦ୍ର ମହାକୁଡ), ୧୭ା୫:ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗଡିଆମାଳସ୍ଥିତ ସ୍ନୋ ୱାଲର୍‌ଡ ନାମକ ଚିଙ୍ଗୁଡି ପ୍ଲାଣ୍ଟରେ ଗୁରୁବାର ରାତି ପ୍ରାୟ ୯ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri