ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ, କାଦୋବାହାଲ ଗ୍ରାମର ପରମାନନ୍ଦ ରୋହିଦାସ, ଓ ନିବେଶ ରୋହିଦାସ l ସେମାନେ ଗୋଡ଼ଭଗାରୁ କାଦୋବାହାଲ ଘରକୁ ଫେରୁଥିବା ବେଳେ ବାଇକଟି ରାସ୍ତା କଡ଼ ଗଛରେ ଧକ୍କା ଦେଇଥିଲେ l ଗୁରୁତର ଅବସ୍ଥାରେ ସେମାନଙ୍କୁ ବୁର୍ଲା ଡାକ୍ତରଖାନା ପଠାଯାଇଥିଲା । ତେବେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଅତାବିରା ଥାନା କେଶ ନମ୍ବର ୩୮୦/୨୦୨୬ରେ ଏକ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଚାଲିଥିବା ଆଇଆଇସି ପ୍ରକାଶ କର୍ଣ୍ଣ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri