ଟ୍ରକ୍‌ ଚକ ତଳେ ପଡ଼ିଗଲେ ବାଇକ୍‌ ଆରୋହୀ

ଫୁଲନଖରା,୩।୭:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଫୁଲନଖରା ନିଆଳି ରାସ୍ତା କୁରାଙ୍ଗ ଶାସନ ନିକଟରେ ରବିବାର ଏକ ସଡ଼କ ଦୁର୍ଘଣାରେ ଜଣେ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଓଲଟପୁର ଥାନା ଅନ୍ତର୍ଗତ କଅଁରପୁର ଗ୍ରାମର ମାନସ ମହାପାତ୍ର।

ମାନସ ଏକ କାମରେ କଟକ ଆସି ବାଇକ୍‌ (ନଂ.ଓଡି ୦୨ଏଫ-୬୨୧୪): ଯୋଗେ ଘରକୁ ଫେରୁଥିଲେ। ସେତିକିବେଳେ ନିଆଳିରୁ କଟକ ଯାଉଥିବା ଏକ ଟ୍ରକ (ନଂ:ଡବ୍ଲ୍ୟୁବି୩୩ ସି-୫୬୨୫)କୁରାଙ୍ଗ ଶାସନଠାରେ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ମାନସ ଚକ ତଳେ ପଡିଯିବାରୁ ଡାହାଣ ଗୋଡ଼ ଓ ହାତ ଭାଙ୍ଗି ଯାଇଛି। ଖବର ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ମାନସଙ୍କୁ କଟକ ବଡ଼ ମେଡିକାଲ ପଠାଇଛି। ଏପରିକି ପୋଲିସ ଟ୍ରକ ଓ ବାଇକ୍‌କୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଧକ୍କାରେ ଚାଲିଗଲା ଗାଈ ଚରାଳିଙ୍କ ଜୀବନ

ସୋରଡା,୨୦।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଆସିକା ସୋରଡା ଜାତୀୟ ରାଜପଥ ନୂଆଗଡ ଗ୍ରାମ ନକଟରେ ଏକ କାର୍‌ ଧକ୍କାରେ ଗୁରୁବାର ଜଣେ ଗାଈ ଚରାଳିଙ୍କ ମୃତ୍ୟୁ ହୋଇଛି।...

ବିପଦ ସଙ୍କେତ ଟପିଲା ବୈତରଣୀ

ଭଣ୍ଡାରିପୋଖରୀ,୨୪।୭(ଡି.ଏନ୍‌.ଏ.): ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିଛି। ଶନିବାର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଆଖୁଆପଦା ଆନିକଟଠାରେ ବୈତରଣୀ ଜଳସ୍ତର...

ଯୁବକଙ୍କୁ ଛୁରାମାଡ଼ ଘଟଣା : ମାରଣାସ୍ତ୍ର ଜବତ, ୨ ଅଭିଯୁକ୍ତ ଗିରଫ

ଯୋଡ଼ା,୪।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ୪ନଂ. ଓ୍ବାର୍ଡ ମିଶ୍ରଗଳିଠାରେ ଥିବା ଏକ ହୋଟେଲ ନିକଟରେ ବାଂଶପାଣିର ବିକ୍ରାନ୍ତ ନାୟକଙ୍କୁ ହୋଇଥିବା ଛୁରାମାଡ଼ ଘଟଣାରେ...

ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଚିନ୍ତା ନାହିଁ

ଖଣ୍ଡପଡ଼ା,୧୧ା୫(ସ୍ବ.ପ୍ର.): ମହାନଦୀ ତଟରେ ନୟାଗଡ଼ ଜିଲାର ଏକାଧିକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ରହିଛି। ବିଶେଷ କରି କଣ୍ଟିଲୋ ନୀଳମାଧବଙ୍କ ମନ୍ଦିର, ସିଧମୂଳାସ୍ଥିତ ଗୋକୁଳାନନ୍ଦ ଜୀଉଙ୍କ ମନ୍ଦିର...

ଗୋବରୀକୂଳ ପଡ଼ାର ଦୁଃଖ ପାଲଟିଛି ଗୋବରୀ ନାଳ

ନାଉଗାଁ,୧୦ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଦେଇ ପ୍ରବାହିତ ଗୋବରୀ ନାଳ ପାର୍ଶ୍ୱବର୍ତ୍ତୀ ଗୋବରୀପଡାବାସୀଙ୍କ ଦୁଃଖର କାରଣ ସାଜିଛି। ନାଳ ଖନନ, ବନ୍ଧ ଓ ପୋଲି...

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍‌ସ୍ଥିତ କମାନୀ...

ବାଲିମେଳାରେ ଆତଙ୍କ ସୃଷ୍ଟି କରୁଥିଲା ଭାଲୁ, କାବୁ କଲା ବନବିଭାଗ

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଗତ କିଛି ଦିନ ହେବ ଭାଲୁ ଆତଙ୍କ ସୃଷ୍ଟି କରୁଥିଲା। ଚିତ୍ରକୋଣ୍ଡା ଛକ ନିକଟବର୍ତ୍ତୀ...

ହାଣ୍ଡିଶାଳରୁ ହୋଟେଲ:ପିଆଜ ଉଭାନ

କଟକ ଅଫିସ,୬।୧୨:ଆକାଶଛୁଅଁା ପିଆଜର ଦର। ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ଟଙ୍କାରେ ବିକ୍ରି ହେଉଛି। ଆଉ କିଛିଦିନ ଗଲେ ଏହି ଦର ଦେଢଶହ ଟପିବ...

Advertisement
Archives

Model This Week