ବାଇକ୍‌-ସ୍କୁଟି ମୁହାଁମୁହିଁ: ୩ ଜଣଙ୍କ ଜୀବନ ଗଲା

ବାରିପଦା,୧୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଘାଘରବେଡ଼ା ଥାନା ଅଧୀନ ଶଙ୍କରପୁର ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ମାନେ ହେଲେ ବୁଡାମରା ଅଞ୍ଚଳର ରାଜ କିଶୋର ମହାକୁଡ଼, ମୁଟୁ ହୋ ଓ ରାଇକଳା ଗ୍ରାମର ଫକୀର ବେହେରା । ଗୁରୁତର ଦ୍ବୟ ହେଲେ ବିକି ହୋ ଏବଂ ଜିତୁ ବେହେରା ।

ସୂଚନାଯୋଗ୍ୟ, ଦୁଇଟି ଗାଡ଼ି ବିପରୀତ ଦିଗରୁ ଦ୍ରୁତ ଗତିରେ ମୁହାଁମୁହିଁ ହୋଇଥିଲା। ଫଳରେ ଦୁର୍ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ୨ ଜଣ ଗୁରୁତର ଥିବା ଘାଘରବେଡ଼ା ଥାନା ଅଧିକାରୀ ସୂଚନା ଦେଇଛନ୍ତି। ଗୁରୁତର ଦ୍ୱୟଙ୍କୁ କେନ୍ଦୁଝର ଜିଲା ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାସ୍ଥଳରେ ଘାଘରବେଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri