ବଲାଙ୍ଗୀର ସହରରେ ଦିନକୁ ଦିନ ବଢି ଚାଲିଛି ବାଇକ ଚୋରି, ଦୃଷ୍ଟି ଦେଉନି ପୋଲିସ

ବଲାଙ୍ଗୀର,୧୬।୯ (ସୁନିଲ ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ ବାଇକ ଚୋରି ବଢ଼ିବାରେ ଲାଗିଛି । ଗତ ସୋମବାର ରାତିରେ କଦମ ପଡା ମୁକେଶ ନାଗ( ୪୫)ଙ୍କ ବୁଲେଟ ଗାଡି ଚୋରି ହୋଇଥିବା ବଲାଙ୍ଗୀର ଟାଉନ ଥାନାରେ ଅଭିଯୋଗ ହୋଇଛି । ସୂଚନା ମୁତାବକ ରାତି ୯ ଟା ୩୦ ରେ ଘର ସମ୍ମୁଖରେ ଗାଡିର ହ୍ୟାଣ୍ଡଲ ଲକ୍‌ କରି ଘରେ ଶୋଇଥିବା ବେଳେ ସକାଳୁ ଉଠି ଦେଖିଲା ବେଳକୁ ବୁଲେଟ ଗାଡ଼ି କେହି ନେଇ ଯାଇଛି। ବହୁତ ଖୋଜା ଖୋଜି କରିବା ପରେ ନ ପାଇବାରୁ ଗାଡି ଚୋରି ହୋଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିଛନ୍ତି । ବଲାଙ୍ଗୀର ସହରରେ ଦୁଇ ଚକିଆ ଗାଡ଼ି ଲଗାତାର ଚୋରି ହେଉ ଥିଲେ ମଧ୍ୟ ପୋଲିସ ଦୃଷ୍ଟି ଦେଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୧୫ଟି ପୋଲିଂ ବୁଥରେ ସଂଘର୍ଷ, ଟିଏମସି-ଭାଜପା କର୍ମୀ ମୁହାଁମୁହିଁ

କୋଲକାତା,୨।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମଧ୍ୟରେ, ଦକ୍ଷିଣ ୨୪ ପରଗନା ଜିଲାର ଫାଲଟା ଅଞ୍ଚଳରୁ ସଂଘର୍ଷର ରିପୋର୍ଟ ଆସିଛି। ସ୍ଥାନୀୟ ଲୋକ ଏବଂ ସୁରକ୍ଷା ବାହିନୀ…

ଲୋକକଳାର ବିକାଶ ଲାଗି ଜିଲାପାଳଙ୍କ ଗୁରୁତ୍ୱ, କଳାକୁ ବଜାୟ ରଖିଥିବାରୁ ପ୍ରେମଲତାଙ୍କୁ…

ପୁରୁଷୋତ୍ତମପୁର,୨ା୫(ସବିତା ମିଶ୍ର): ଲୋକକଳାର ବିକାଶ ଲାଗି ଆଗେଇ ଆସିଛନ୍ତି ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ। ଲୋପ ପାଇବାକୁ ବସିଥିବା ଲୋକକଳା ଓ ପଲ୍ଲୀନୃତ୍ୟକୁ କିପରି ପୁଣିଥରେ ଉଦ୍‌ଜୀବିତ…

ଭାଜପା ଛାଡିବେ ବ୍ରିଜଭୂଷଣ ଶରଣ ସିଂହ? ପୂରା ପ୍ଲାନ କହିଲେ ପୁଅ ପ୍ରତୀକ

ନୂଆଦିଲ୍ଲୀ,୨।୫: ଆସନ୍ତା ବର୍ଷ ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି, କିନ୍ତୁ ରାଜନୈତିକ ଉଷ୍ମତା ତୀବ୍ର ହେବା ଆରମ୍ଭ ହୋଇସାରିଛି। ଏହା ମଧ୍ୟରେ, ଭାରତୀୟ ଜନତା…

ସରକାରଙ୍କୁ କ୍ଲିନ୍‌ ଚିଟ୍‌ ଦେବାକୁ ଉଦ୍ୟମ କରୁଛି ଆର୍‌ଡିସି, ନ୍ୟାୟିକ ତଦନ୍ତ ଦାବି କରି କଂଗ୍ରେସ କହିଲା…

ପାଟଣା,୨ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କଲାରା…

ଚାଇନା ବିରୋଧରେ ବଡ଼ ଆକ୍ସନ ନେଲା ଆମେରିକା: ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୫: ଆମେରିକା ଏକ ଚାଇନା-ଭିତ୍ତିକ ଅଶୋଧିତ ତୈଳ ଟର୍ମିନାଲ ଅପରେଟରକୁ ଇରାନ କମ୍ପାନୀଗୁଡ଼ିକରୁ ପେଟ୍ରୋଲିୟମ ଉତ୍ପାଦ ଆମଦାନୀ କରିବାରୁ ନିଷିଦ୍ଧ କରିଛି। ଅନ୍ୟ କମ୍ପାନୀଗୁଡ଼ିକୁ ଚେତାବନୀ ଦେଇଛି…

ନବୀନଙ୍କ ଚିଠି ଲେଖାକୁ ନେଇ କଟାକ୍ଷ କଲେ ଆଇନମନ୍ତ୍ରୀ, କହିଲେ ନବୀନ ହେଉଛନ୍ତି…

ଭୁବନେଶ୍ୱର,୨ା୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିବା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଟାକ୍ଷ କରିଛନ୍ତି। ଦାନ ମାଝୀ…

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ…

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri