ବାଇକ୍‌ ଉପରେ ଚଢିଗଲା ଟ୍ରକ: ଚାଲିଗଲା ୨ ଜଣଙ୍କ ଜୀବନ

କେନ୍ଦୁଝର, ୩ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଭଗାମୁଣ୍ଡା ଆଶ୍ରମ ସ୍କୁଲ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ବାଇକ୍‌ ଉପରେ ଏକ ୧୨ ଚକିଆ ଟ୍ରକ ଚଢିଯିବାରୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୂଆଗଁା ଗ୍ରାମର ସଞ୍ଜିବ ମହାରଣା(୨୮) ଓ ପିଣ୍ଟୁ ପାତ୍ର(୨୭)।
ଉଭୟେ ବାଇକ୍‌ ଯୋଗେ କୌଣସି କାମରେ ହରିଚନ୍ଦନପୁର ଆସିଥିଲେ। ସେଠାରୁ କାମ ସାରି ଘରକୁ ଫେରୁଥିବାବେଳେ ଭଗାମୁଣ୍ଡା ଆଶ୍ରମ ସ୍କୁଲ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ତାଙ୍କ ବାଇକ୍‌ ଉପରେ ଚଢି ଯାଇଥିଲା। ଖବରପାଇ ହରିଚନ୍ଦନପୁର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ କରୋନା ଘାରିଛି; ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ...

ଋଣ କରାଇ ଦେବା ନାଁରେ ଠକେଇ, ୨ ଗିରଫ

ରାଇରଙ୍ଗପୁର,୧୨ା୬(ଡି.ଏନ୍‌.ଏ.)- ଋଣ କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରି କୋର୍ଟ...

୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ରବିବାର ୧୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୬୯ ଜଣ...

ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସମୟ ପରିବର୍ତନ

ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ...

କେନ୍ଦୁଝରରେ ୫ ଦିନରେ କରୋନା ନେଲାଣି ୪ ଜୀବନ

କେନ୍ଦୁଝର,୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶନିବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଗତ ୫...

କୋଭିଡ୍‌ ହସ୍ପିଟାଲ ପାଇଁ ଆସିଲା ୩ ଭେଣ୍ଟିଲେଟର, ୪ ମେଡିକାଲ ଆମ୍ବୁଲାନ୍ସ

ଭୁବନେଶ୍ୱର,୧୯।୪(ବ୍ୟୁରୋ): କରୋନା ସଂକ୍ରମଣଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ ନିର୍ମାଣ କରିଛନ୍ତି। ଏହି ହସ୍ପିଟାଲଗୁଡିକରେ ଶୁକ୍ରବାର ମଧ୍ୟରାତ୍ର ସୁଦ୍ଧା...

କଟକରେ ୩ ଜଣଙ୍କ ଗଳାକାଟି ହତ୍ୟା ମାମଲା: ନାରାୟଣଙ୍କ ସ୍ତ୍ରୀଙ୍କ ପକ୍ଷରୁ ମାମଲା ରୁଜୁ

କଟକ ଅଫିସ, ୮ା୮: କଟକରେ କିଛିଦିନ ତଳେ ୨୪ଘଣ୍ଟା ମଧ୍ୟରେ ୩ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ନୟାଗଡ଼ ଅଞ୍ଚଳର ନାରାୟଣ ସାହୁଙ୍କୁ...

ଡଙ୍ଗାରେ ବୁଲି ମୁହାଁଣ ଦେଖିଲେ କେନ୍ଦ୍ର ମନ୍ତ୍ରୀ

କଣାସ,,୧୯ା୧୧(ସ୍ବ.ପ୍ର.): ପୁରୀ ଜିଲା ପ୍ରତିବର୍ଷ ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଏହି ବିପର୍ଯ୍ୟୟ ଦ୍ୱାରା ବିଶେଷ ଭାବେ କଣାସ ବ୍ଲକ ଅଞ୍ଚଳ ଅଧିକ...

Advertisement
Archives

Model This Week